Tag Archives: rain

ଘୂର୍ଣ୍ଣିିବାତ୍ୟାକୁ ନେଇ IMDର ବଡ଼ ଆଲର୍ଟ! ଆସନ୍ତା ୧୨ ଘଣ୍ଟା ଯାଏ…

ନୂଆଦିଲ୍ଲୀ,୨୪।୯: ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଥିବା ଗଭୀର ଅବପାତ (Deep Depression) ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିଛି। ଏହା ୨୩ ସେପ୍ଟେମ୍ବର ରାତି ୧୧ଟାରୁ ୨୪…

ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…

ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ୨୩ ସେପ୍ଟେମ୍ବର ରାତି ସୁଦ୍ଧା କଳିଙ୍ଗପଟ୍ଟଣମ ନିକଟରେ ଉତ୍ତର ଆନ୍ଧ୍ରପ୍ରଦେଶ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ ୱାର୍ନିଂ, ୨୪, ୨୫ ପାଇଁ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ମାଲକାନଗିରିକୁ ରେଡ୍‌ ୱାର୍ନିଂ…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବ । ଏନେଇ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଶିଶୁ…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବ ଓ ବିଶାଖାପାଟନମରୁ ୪୭୦ କି.ମି ପୂର୍ବ ଦିଗରେ ଅତିକ୍ରମ ସମ୍ଭାବନା ରହିଛି।…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଭାବେ ରହିଛି। ଏଥିସହ ଜଡ଼ିତ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚତ୍ବା ପରେ ୧୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା ଆକଳନ। ମାତ୍ର ଉତ୍ତର ପଶ୍ଚିମ, ଉତ୍ତରପୂର୍ବ, ପୂର୍ବ, ପୂର୍ବ କେନ୍ଦୀୟ ଅଞ୍ଚଳରେ ଅଧିକ…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପ୍ରଥମେ ଉତ୍ତର-ଉତ୍ତରପଶ୍ଚିମ ଏବଂ ପରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ ଗ୍ରାମରେ ଜୋରସୋରରେ ଧାନ ରୁଆ ବେଉଷଣ ସାଙ୍ଗକୁ କପା ଜମିରେ ହୁଡ଼ା ଦିଆ…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ ବୁଧବାର ଜିଲାର ୧୩ ବ୍ଲକରେ ମୋଟ…

ବର୍ଷା ସମୟରେ ଏହି ଗଛ ତଳେ ଠିଆ ହେଲେ ହୋଇପାରେ ମୃତ୍ୟୁ, ଜାଣନ୍ତୁ ଏହାର ପ୍ରକୃତ ରହସ୍ୟ…

ବିଶ୍ୱରେ ଅନେକ ପ୍ରକାରର ଗଛ ଏବଂ ଉଦ୍ଭିଦ ରହିଛି। ଯାହା ମଧ୍ୟରୁ ଅନେକ ଅଦ୍ଭୁତ ଏବଂ କିଛି ଅତ୍ୟନ୍ତ ବିପଦପୂର୍ଣ୍ଣ। ଆଜି ଆମେ ଆପଣଙ୍କୁ ଏପରି ଏକ ଗଛ ବିଷୟରେ କହିବୁ, ଯାହା ବିଷୟରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ଗଛକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?