Tag Archives: rain

ପ୍ରବଳ ବର୍ଷା, ୨୪ ଘଣ୍ଟାରେ ଘଡ଼ଘଡ଼ିରେ ୯ ଜଣଙ୍କ ମୃତ୍ୟୁ

ପାଟନା, ୦୬।୦୭: ପ୍ରବଳ ବର୍ଷା କାରଣରୁ ବିହାରର କିଛି ଜିଲା ଜଳାର୍ଣ୍ଣବ ହୋଇଛି । ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ମଧ୍ୟ ହୋଇଛି । ଫଳରେ ଘଡ଼ଘଡ଼ିରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜିଲ୍ଲାରେ ୯ ଲୋକଙ୍କ ମୃତ୍ୟୁ ହୋଇଥିବା…

ପାଣିପାଗ ବିଭାଗର ବଡ଼ ସୂଚନା, ଜୁଲାଇ ମାସରେ ୧୦୬ ପ୍ରତିଶତ ବର୍ଷା

ନୂଆଦିଲ୍ଲୀ, ୨ା୭: ଚଳିତ ବର୍ଷ ଜୁନ୍‌ରେ ହୋଇଥିବା ଭୀଷଣ ଗରମ ୧୨୩ ବର୍ଷର ରେକର୍ଡ ଭାଙ୍ଗିଥିବା ବେଳେ ବର୍ଷା ମଧ୍ୟ ଲୋକଙ୍କୁ ନିରାଶ କରିଥିଲା । କିନ୍ତୁ ଜୁଲାଇ ମାସକୁ ନେଇ ବଡ଼ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।…

ଆସନ୍ତା ୨୪ ଘଣ୍ଟାରେ ନିର୍ଧୂମ୍‌ ବର୍ଷିବ

ଭୁବନେଶ୍ୱର,୩୦ା୬: ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟାରେ ଅନୁଗୁଳରେ ସର୍ବାଧିକ ୧୪୩ ମିମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଆହୁରି ନିଧୁମ ବର୍ଷିବ। ଆସନ୍ତା…

ଏହିସବୁ ସ୍ଥାନରେ ହେବ ପ୍ରବଳ ବର୍ଷା, ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ, ୨୯।୦୬: ଉତ୍ତର ପ୍ରଦେଶ, ଦିଲ୍ଲୀ ସମେତ ଉତ୍ତର ଭାରତରେ ମୌସୁମୀ ପହଞ୍ଚିଛି । ଏହାର ପ୍ରଭାବରୁ ବିଭିନ୍ନ ରାଜ୍ୟରେ ଏବେ ବର୍ଷା ଜାରି ରହିଛି । ପାଣିପାଗ ବିଭାଗ ଏନେଇ କହିଛି ଯେ, ଉତ୍ତର ପଶ୍ଚିମ ଭାରତ ଏବଂ ପୂର୍ବ…

ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ୧୭ଟି ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୨୯ା୬: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶନିବାର ଓ ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ । ଭୁବନଶ୍ୱେର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ ଆଜି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ…

ରାଜଧାନୀରେ ପ୍ରବଳ ବର୍ଷା, ୫ ମୃତ

ନୂଆଦିଲ୍ଲୀ, ୨୯।୦୬: ଦେଶର ରାଜଧାନୀ ଦିଲ୍ଲୀରେ ଶୁକ୍ରବାର ପ୍ରବଳ ବର୍ଷା ହୋଇଛି । ଫଳରେ ରାସ୍ତାଘାଟ ବୁଡ଼ିଯିବା ସହିତ ବିଭିନ୍ନ ସମସ୍ୟା ଉପୁଜିଛି । ଦୀର୍ଘ ୮୮ ବର୍ଷ ପରେ ରାଜଧାନୀରେ ଜୁନ୍‌ ମାସର ଗୋଟିଏ ଦିନରେ ସର୍ବାଧିକ ବର୍ଷା ହୋଇଛି…

ହସ୍ପିଟାଲ୍‌ ଭିତରେ ପଶିଲା ପାଣି, ଅପରେସନ୍‌ ବନ୍ଦ

ପାଟନା, ୨୮।୦୬: ଶୁକ୍ରବାର ଦିଲ୍ଲୀରେ ପ୍ରବଳ ବର୍ଷା ହେତୁ ରାଜଧାନୀ ଜଳମଗ୍ନ ହୋଇଛି । ରାସ୍ତାଘାଟ ପାଣିରେ ଭରି ରହିଥିବାରୁ ଗାଡ଼ିଗୁଡ଼ିକ ଯାଇ ନପାରି ରାସ୍ତା ଜମ୍‌ ଭଳି ସମସ୍ୟା ସୃଷ୍ଟି ହୋଇଛି । ଅନ୍ୟପଟେ ହସ୍ପିଟାଲ୍‌ ମଧ୍ୟ ପ୍ରଭାବିତ ହୋଇଛି…

ଏସବୁ ଜିଲାକୁ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୮ା୬: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଗୁରୁବାର ନବରଙ୍ଗପୁରରେ ସର୍ବାଧିକ ୮୨.୦ ମି.ମି. ବର୍ଷା ହୋଇଥିବାବେଳେ ପାରଳାଖେମୁଣ୍ଡିରେ ୬୯.୮ ମି.ମି., କୋରାପୁଟରେ ୬୫.୪ ମି.ମି., ମାଲକାନଗିରି ଓ ସୋନପୁରରେ ୨୪.୪…

ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର,୨୭।୬: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼ରେ…

ତ୍ରୁଟିପୂର୍ଣ୍ଣ ଡ୍ରେନ୍‌ ନିର୍ମାଣ, ହେଉନି ଜଳ ନିଷ୍କାସନ

ରାଇକିଆ,୨୬ା୬(ପ୍ରଦୀପ ବେହେରା): ଜନସାଧାରଣଙ୍କ ସୁବିଧା ବା ଆବଶ୍ୟକତାକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ କରାଯାଉଥିଲେ ମଧ୍ୟ ତ୍ରୁଟିପୂର୍ଣ୍ଣ ନିର୍ମାଣ ଯୋଗୁ ତାହାର ସଠିକ୍‌ କାର୍ଯ୍ୟକାରୀ ହୋଇପାରୁନାହିଁ। ଏହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

ଆସୁଛି ଘୂର୍ଣ୍ଣିବଳୟ ! ଆସନ୍ତା ୫ ଦିନ ପ୍ରବଳ ବର୍ଷା

ଭୁବନେଶ଼୍ବର, ୨୫।୬:ବଙ୍ଗୋପସାଗରରେ ଆସନ୍ତାକାଲି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିତ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଫଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି…

ରାଜଧାନୀକୁ ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଆଲର୍ଟ

ନୂଆଦିଲ୍ଲୀ, ୨୪।୬: ଦେଶର ରାଜଧାନୀରେ ଏକ ସପ୍ତାହ ଧରି ବର୍ଷା ହେବା ନେଇ ଜଣାପଡ଼ିଛି । ଏନେଇ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି । ଗତ କିଛିଦିନ ଧରି ଦିଲ୍ଲୀରେ ପ୍ରବଳ ଗରମ ଅନୁଭୂତ ହୋଉଥିଲା । ଯାହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?