Tag Archives: rain

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା; ଏହିସବୁ ଜିଲାକୁ ହିଟ୍‌ଓ୍ବେଭ୍‌ ୱାର୍ନିଂ

ଭୁବନେଶ୍ୱର,୧୪।୪: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର ଅପରାହ୍ନ ଠାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କେତେକ ଜିଲାରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ନିଜୁଲି ଘଡ଼ଘଡ଼ି ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି। ଏହା ବ୍ୟତୀତ ଆସନ୍ତା…

ରାଜଧାନୀରେ ହଠାତ୍‌ ବଦଳିଗଲା ପାଗ, ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ପବନ

ନୂଆଦିଲ୍ଲୀ,୧୩ା୪: ଶନିବାର ରାଜଧାନୀ ଦିଲ୍ଲୀରେ ହଠାତ୍‌ ପାଗରେ ପରିବର୍ତ୍ତନ ହୋଇଛି। ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ଝଡ଼ପବନ ହୋଇଛି। ଏନ୍‌ସିଆର ପକ୍ଷରୁ ଅନେକ ସ୍ଥାନରେ ବଜ୍ରପାତ ସହ ମଧ୍ୟମରୁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ…

ଚଳିତ ବର୍ଷ ସ୍ୱାଭାବିକ ରହିବ ମୌସୁମୀ ବର୍ଷା

ନୂଆଦିଲ୍ଲୀ,୯।୩: ଚଳିତ ବର୍ଷ ସ୍ୱସ୍ୱାଭାବିକ ରହିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଘରୋଇ ପାଣିପାଗ ବିଜ୍ଞାନ ସଂସ୍ଥା ସ୍କାଏମେଟ ଏହି ପୂର୍ବାନୁମାନ କରିଛି। ସ୍କାଏମେଟ୍ ଆକଳନ କରିଛି ଯେଜୁନ୍ ରୁ ସେପ୍ଟେମ୍ବର ମଧ୍ୟରେ ଚାରି ମାସର ଦୀର୍ଘ ସମୟ ପାଇଁ ହାରାହାରି…

ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୮।୩: ଓଡ଼ିଶା ଉପକୂଳ ସଂଲଗ୍ନ ବଙ୍ଗୋପସାଗରରେ ଗୁରୁଚାପ ବଳୟ ରହୁଥିବାରୁ ବାୟୁମଣ୍ଡଳର ମଧ୍ୟଭାଗରୁ ଉପରଭାଗ ମଧ୍ୟରେ ନିମ୍ନଚାପରେଖା ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ କେତେକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା…

ଆସୁଛି ଝଡ଼ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୮ା୩: ସୋମବାର ରାଜ୍ୟର ୨୦ରୁ ଅଧିକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା ଓ ଢ଼େଙ୍କାନାଳ ଆଦି ୮ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଉତ୍ତର ଓଡ଼ିଶା…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ

ଭୁବନେଶ୍ୱର,୨୫ା୨: ରାଜ୍ୟର କେତେକ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ବାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…

ରାଜ୍ୟରେ ଚାଲିଛି ଖରା-ଛାଇର ଖେଳ, ୧୬ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୯ା୨: ରାଜ୍ୟର ପାଣିପାଗ ପୁଣି ପରିବର୍ତ୍ତନ ହୋଇଛି। ଦୁଇଦିନର ପ୍ରବଳ ତାତି ପରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘାଚ୍ଛନ୍ନ ରହିବା ସହିତ କିଛିକିଛି ସ୍ଥାନରେ ହାଲୁକା ବର୍ଷା ହୋଇଯାଇଛି । ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି…

ଅନେକ ଜିଲାରେ ଘନ କୁହୁଡ଼ି ସମ୍ଭାବନା, ଫେବୃୟାରୀ ୧ ରେ ହୋଇପାରେ ବର୍ଷା

ଭୁବନେଶ୍ୱର, ୨୮।୧: ରାଜ୍ୟରେ ଥଣ୍ଡାର ପ୍ରଭାବ ବଢ଼ି ଚାଲିଥିବାବେଳେ ଅଧିକାଂଶ ଜିଲାରେ ପାରଦ ୧୫ ଡିଗ୍ରୀ ତଳେ ଥିବା ରେକର୍ଡ କରାଯାଇଛି। ଆଗାମୀ ୨-୩ ଦିନ ମଧ୍ୟରେ ରାତି ତାପମାତ୍ରା ୨ ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ ବିଭାଗ…

୫ ଡିସେମ୍ବରରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ମିଗଜୋମ’, ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୩।୧୨: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ତୀବ୍ର ଅବପାତ ରବିବାର ବାତ୍ୟାରେ ପରିଣତ ହୋଇଛି । ସୋମବାର ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନିଲୋର ଓ ମଚ୍ଛଲୀପଟ୍ଟନମ୍‌‌ ଦେଇ ୫ ଡିସେମ୍ବର ଅପରାହ୍ଣ ସୁଦ୍ଧା ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ…

ତୀବ୍ର ଅବପାତରେ ପରିଣତ ହେଲା ଘୂର୍ଣ୍ଣିଝଡ଼, ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଓଡ଼ିଶାର ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର, ୨।୧୨: ଦକ୍ଷିଣ ଏବଂ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିଝଡ଼ ତୀବ୍ର ଅବପାତରେ ପରିଣତ ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ ଏବଂ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର- ପଶ୍ଚିମ ଦିଗରେ ଗତି କରିବ ବୋଲି…

ପଶ୍ଚିମା-ଝଡ଼ ଏବଂ ପୂର୍ବାଳୀ ତରଙ୍ଗ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା

ଭୁବନେଶ୍ୱର,୪/୧୧: ରାଜ୍ୟରେ ବର୍ତ୍ତମାନ ଋତୁ ମାନଙ୍କର ମିଳନ ଦେଖିବାକୁ ମିଳିଛି। ଗତ ସପ୍ତାହରେ କିଛି ଜିଲାରେ ସାମାନ୍ୟ ଶୀତ ଅନୁଭୂତ ହେଉଥିଲା, ପରେ ସାମାନ୍ୟ ଗରମ ଏବେ ବର୍ଷା ଦେଖିବାକୁ ମିଳିଛି। ପଶ୍ଚିମା-ଝଡ଼ ଏବଂ ପୂର୍ବାଳୀ ତରଙ୍ଗ ପ୍ରଭାବରେ ରାଜ୍ୟର ବିଭିନ୍ନ…

ଆସୁଛି ବର୍ଷା, ୩ ଦିନ ବର୍ଷିବ

ଭୁବନେଶ୍ୱର,୨୮ା୧୦: ବଙ୍ଗୋପସାଗରରୁ ଆସୁଥିବା ପୂର୍ବାଳୀ ତରଙ୍ଗ ବା ଜଳୀୟ ବାଷ୍ପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ନଭେମ୍ବର ୧ରୁ ୩ ତାରିଖ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?