ଓଡ଼ିଶାରେ ପାଞ୍ଚ ଦିନ ବର୍ଷା: ଏସବୁ ଜିଲାକୁ ଚେତାବନୀ ଜାରି
ଭୁବନେଶ୍ୱର,୧୮ା୯: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଭୁବନେଶ୍ୱର କେନ୍ଦ୍ର ଗୁରୁବାର ଓଡ଼ିଶାରେ ଆଗାମୀ ପାଞ୍ଚ ଦିନ ବର୍ଷା ହେବା ନେଇ ୟେଲୋ ଚେତାବନୀ ଜାରି କରିଛି। ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବିଜୁଳି ଓ...
ରାଜ୍ୟରେ ବର୍ଷାପବନକୁ ନେଇ IMDଙ୍କ ବଡ଼ ସୂଚନା, କହିଲେ ଆସନ୍ତା ୨୦ ତାରିଖରେ ହେବ…
ଭୁବନେଶ୍ୱର,୧୪ା୯: ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମ୍ଡି ଡ.ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଆଜିର ସ୍ଥିତିରେ ଏହା ଅଧିକ ଘନୀଭୂତ...
ରାଜ୍ୟରେ ପୁଣି ବଢିବ ବର୍ଷା: ଏସବୁ ଜିଲାକୁ ବଜ୍ରପାତ ଭୟ…
ଭୁବନେଶ୍ୱର,୮ା୯: ରାଜ୍ୟରେ ପୁଣି ବଢିବ ବର୍ଷା। ଆଞ୍ଚଳିକ ପାଣିପାଗ ସୂଚନାନୁସାରେ, ସେପ୍ଟେମ୍ବର ୭ରୁ ୧୩ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଟ୍ରପ୍ ବର୍ତ୍ତମାନ ପୂର୍ବ- ଦକ୍ଷିଣପୂର୍ବ...
ଆଉ ୨ ଲଘୁଚାପ: କାଲିଠୁ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୩୦ା୮(ଅନୁରାଧା ମହାରଣା) – ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଏବଂ ଆଉ କିଛି ସ୍ଥାନରେ ଖରା ଓ...
କାଲି ପ୍ରବଳ ବର୍ଷା: ରାଜ୍ୟର ଏହି ୨ ଜିଲାକୁ ରେଡ୍ ଓ୍ବାର୍ନିଂଜାରି…
ଭୁବନେଶ୍ୱର,୨୬।୮(ଅନୁରାଧା ମହାରଣା)-ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ବୁଧବାର ସାରା ରାଜ୍ୟରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅତିରୁ ଅତି ପ୍ରବଳ ବର୍ଷା ହେବାନେଇ କୋରାପୁଟ ଓ ମାଲକାନଗିରି ଜିଲାକୁ...
ବାଧକ ସାଜିଛି ବର୍ଷା: କାମଧନ୍ଦାକୁ ବାହାରି ପାରୁନାହାନ୍ତି ଲୋକେ
ଦାରିଙ୍ଗବାଡ଼ି,୨୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ୧୦ ଦିନରୁ ଊର୍ଦ୍ଧ୍ୱ ହେଲା ଲଘୁଚାପ ଜନିତ ବର୍ଷା ପାଇଁ ସୂର୍ଯ୍ୟଦେବଙ୍କୁ ଦେଖିପାରୁନାହାନ୍ତି ଲୋକେ। ବର୍ଷା ପ୍ରଭାବରେ ଲୋକଙ୍କ କାମଧନ୍ଦା ବନ୍ଦ ହୋଇଯାଇଛି। ଅନେକ ଶ୍ରମିକ, ଦିନ ମଜୁରିଆଙ୍କ...
୨୭ଯାଏ ପ୍ରବଳ ବର୍ଷା, ରାଜ୍ୟର ଏସବୁ ଜିଲାକୁ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୨୩ା୮(ଅନୁରାଧା ମହାରଣା)- ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ମୌସୁମୀ ବର୍ଷା ହେଉଛି। ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରବିବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର...
୨୫ ଯାଏ ବର୍ଷା, ୨୦ ଜିଲାକୁ ବଜ୍ରପାତ ସତର୍କତା
ଭୁବନେଶ୍ୱର,୨୧।୮(ଅନୁରାଧା ମହାରଣା): ରାଜ୍ୟରେ ଏବେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ୨୫ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ...
ବର୍ଷାରେ ମୁମ୍ବାଇ ବେହାଲ
ମୁମ୍ବାଇ, ୧୯ା୮: ଭୀଷଣ ବର୍ଷା ଯୋଗୁ ସୋମବାର ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇର ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଇଛି। ସହରର ଅନେକ ସ୍ଥାନ ବର୍ଷାପାଣିରେ ଜଳମଗ୍ନ ହୋଇଯାଇଥିବା ବେଳେ ସ୍ଥିତିକୁ ଦୃଷ୍ଟିରେ ରଖି ବ୍ରିହନ୍ ମୁମ୍ବାଇ ମ୍ୟୁନିଶପାଲ କର୍ପୋରେଶନ (ବିଏମ୍ସି) ପକ୍ଷରୁ ସୋମବାର...
ଆଉ ଏକ ଲଘୁଚାପ, ୨୧ ଯାଏ ପ୍ରବଳ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି କଲା..
ଭୁବନେଶ୍ୱର,୧୬ା୮(ଅନୁରାଧା ମହାରଣା) – ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ହେଉଛି। ତେବେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୧...
ଓଡ଼ିଶାରେ ୧୮ ତାରିଖ ପର୍ଯ୍ୟନ୍ତ ବର୍ଷା: ଏହି ଜିଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ
ଭୁବନେଶ୍ୱର,୧୪ା୮: ଗୁରୁବାରଠାରୁ ଆସନ୍ତା ୧୮ ଅଗଷ୍ଟ ୨୦୨୫ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଏହାର ମୁଖ୍ୟ କାରଣ। ଏହି ଲଘୁଚାପ ପ୍ରଭାବରେ ରାଜ୍ୟର...
୨୪ ଘଣ୍ଟାରେ ଏହି ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ୟେଲୋ ଆଲର୍ଟ, ରୁହନ୍ତୁ ସତର୍କ
ଭୁବନେଶ୍ୱର,୮।୮: ପୁରୀରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହିପରି ପ୍ରବଳ ବର୍ଷା ନେଇ ୭ ଜିଲାକୁ ୟେଲୋ ଆଲର୍ଟ ହୋଇଛି। ସେହି ୭ ଜିଲାଗୁଡିକ ହେଉଛି କଟକ, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ,...
Archives


