Tag Archives: rain

ଆଜି ୭ ଜିଲାରେ ଝଡ଼ବର୍ଷା, ସତର୍କତା ଜାରି କରି ପାଣିପାଗ ବିଶେଷଜ୍ଞ କହିଲେ ଜୁନ୍‌ ୩୦ ବେଳକୁ…

ଭୁବନେଶ୍ୱର,୨୯ା୬(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍‌ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ଜୁଲାଇ ୨ ବେଳକୁ ଲଘୁଚାପ ହେବା ନେଇ ପାଣିପାଗ…

ଏଲ୍‌ନିନୋକୁ ନେଇ IMD ଡିଜିଙ୍କ ବଡ଼ ସୂଚନା: ଚଳିତବର୍ଷ ମୌସୁମୀରେ ହେବ…

ଭୁବନେଶ୍ୱର,୩ା୬: ଚଳିତ ବର୍ଷ ମୌସୁମୀରେ ଏଲ୍‌ ନିନୋର ପ୍ରଭାବ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଭାରତରେ ମୌସୁମୀ ଜନିତ ବର୍ଷା କମ୍‌ ରହିବ ବୋଲି କହିଛନ୍ତି ଆଇଏମ୍‌ଡି ଡିଜି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସାଧାରଣ ଯେତିକି ବର୍ଷା ହୁଏ ତା’ଠାରୁ କମ୍‌…

ପ୍ରବଳ ଝଡ଼ରେ ଟିଣ ସହ ଆକାଶକୁ ଉଡ଼ିଗଲେ ଯୁବକ, ସୁପରମ୍ୟାନଙ୍କ ଭିଡିଓ ଭାଇରାଲ ପରେ…

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ବରେଲିରେ ଏକ ଭୟଙ୍କର ଝଡ଼ ଲୋକଙ୍କ ନିଃଶ୍ୱାସ ହରାଇ ଦେଇଛି। ପ୍ରବଳ ଝଡ଼ବର୍ଷା ମଧ୍ୟରେ ଜଣେ ଯୁବକ ଟିଣ ସେଡ ସହିତ ଆକାଶରେ ଉଡ଼ି ଯାଉଥିବାର ଦେଖାଯାଇଥିଲା। ଏହି ଭୟଙ୍କର ଘଟଣାର ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଦ୍ରୁତଗତିରେ…

ଆଜି ଏସବୁ ଜିଲାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୧ା୫: ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ମଙ୍ଗଳବାର ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଲଘୁଚାପ ଘନୀଭୂତ ହୋଇ ବାତ୍ୟାରେ…

ନଡ଼ିଆ ଗଛରେ ପଡ଼ିଲା ବିଜୁଳି, ଭୟଙ୍କର ଶବ୍ଦ ସହ ହୁତୁହୁତୁ ହୋଇ ଜଳିଲା, ଲୋକେ ଆତଙ୍କିତ

ଗୁଣପୁର,୨୯ା୪(ସଙ୍କେତ ପାତ୍ର): ବୁଧବାର ସନ୍ଧ୍ୟାରେ ରାୟଗଡ଼ା ଜିଲା ଗୁଣପୁର ଶିବାନନ୍ଦ ମନ୍ଦିର ନିକଟସ୍ଥ ଏକ ନଡ଼ିଆ ଗଛରେ ବିଜୁଳି ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାଟି ଦେଖି ଆଖପାଖ ଅଞ୍ଚଳରେ ଭୟ ଓ ଆତଙ୍କର ପରିବେଶ ସୃଷ୍ଟି ହୋଇଛି। ବିଜୁଳି ପଡ଼ିବାର କିଛି…

ଘଡ଼ଘଡ଼ି, ବର୍ଷା ପରେ ଥରିଲା ଥୁଆମୂଳ ରାମପୁର, ଲୋକେ ଆତଙ୍କିତ

ଥୁଆମୂଳ ରାମପୁର,୨୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବୁଧବାର ସନ୍ଧ୍ୟାରେ ପ୍ରକୃତିର ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି। ପ୍ରବଳ ପବନ, ଘଡ଼ଘଡ଼ି ଏବଂ ସାମାନ୍ୟ ବର୍ଷା ପରେ ଠିକ୍‌ ୭.୪୦ ମିନିଟ୍‌ରେ ଅଞ୍ଚଳରେ ଏକ ମୃଦୁ ଭୂକମ୍ପ…

ଏସବୁ ଜିଲାରେ ଆଜି କାଳବୈଶାଖୀ: ପ୍ରବଳ ଘଡ଼ଘଡ଼ି ସହ ବିଜୁଳି, ସତର୍କ ସୂଚନା ଜାରି କରି…

ଭୁବନେଶ୍ୱର,୨୧ା୪: ରାଜ୍ୟରେ ଗତ କିଛିଦିନ ଧରି ପାରଦ ଉପରମୁହାଁ ରହିଛି। ଦିନରେ ଗରମ ଓ ଗୁଳୁଗୁଳି, ଅପରାହ୍ନରୁ କାଳବୈଶାଖୀ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତେବେ ଆସନ୍ତା ୪ ଦିନ ଧରି ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ଏଥିସହ ରାଜ୍ୟର ବିଭିନ୍ନ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ଝଡ଼ତୋଫାନ ସହ ବର୍ଷା ହୋଇଛି। ପୁରୀ ଓ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜଧାନୀର କିଛି ଅଞ୍ଚଳରେ ବର୍ଷା ହୋଇଥିବାରୁ ସାମାନ୍ୟ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ ବୁଧବାର ସାପ୍ତାହିକ ହାଟ ମଝିରେ ଏକ ବିରାଟ ଆମ୍ବଗଛ ଭାଙ୍ଗି ପିଣ୍ଡି ଉପରେ…

କମିବ ତାପମାତ୍ରା; ଘୂର୍ଣ୍ଣିବଳୟ ପ୍ରଭାବରେ ୧ ଯାଏ ଝଡ଼ବର୍ଷା

ଭୁବନେଶ୍ୱର, ୨୭।୩(ବନ୍ଦନା ସେଠୀ): ବର୍ତ୍ତମାନ ଉପର ବାୟୁ ଘୂର୍ଣ୍ଣିବଳୟ ଉତ୍ତର ଓଡ଼ିଶା ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ପର୍ଯ୍ୟନ୍ତ ବ୍ୟାପିିଛି। ଏହାର ପ୍ରଭାବରେ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା, ପବନ…

୩୯ ଡିଗ୍ରୀ ଟପିଲା ପାରଦ, ଘୂର୍ଣ୍ଣିବଳୟ ପ୍ରଭାବରେ ୮ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ପାରଦ ୩୯ ଡିଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?