Tag Archives: rain

ହେବନି ଭାରତ-ପାକିସ୍ତାନ ମ୍ୟାଚ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୧୦: ICC ମହିଳା ODI ବିଶ୍ୱକପର ମହାସମାବେଶ ରବିବାର, ଅକ୍ଟୋବର ୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ହେବ। ଏହି ରୋମାଞ୍ଚକର ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ, ମ୍ୟାଚ ବାତିଲ ହେବାର…

ରାସ୍ତାରେ ଧସିଲା ପାହାଡ଼, ଭାଙ୍ଗିଲା ବିରାଟ ଗଛ

ଧରାକୋଟ,୩ା୧୦: ଚଳିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଜନଜୀବନ ବେଶ୍‌ ପ୍ରଭାବିତ ହୋଇଛି। ଗୁରୁବାର ରାତିରେ ଜାତୀୟ ରାଜପଥ ୫୯ର ଧରାକୋଟ ବ୍ଲକ ଅନ୍ତର୍ଗତ ଖାରିଗୁମା ନିକଟସ୍ଥ ହନୁମାନ ମନ୍ଦିର ନିକଟରେ ରାସ୍ତା ଉପରେ ବିରାଟ ଗଛ ପଡ଼ିଯିବାରୁ…

ଆଜି ସମଗ୍ର ଓଡ଼ିଶାରେ ପ୍ରବଳ ବର୍ଷିବ, ୭ ଜିଲାକୁ ରେଡ ଆଲର୍ଟ

ଭୁବନେଶ୍ୱର,୩।୧: ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଓଡ଼ିଶାରେ ପ୍ରବଳ ବର୍ଷା ଆଣିଛି, ଯାହା ଏବର୍ଷର ଦୁର୍ଗାପୂଜା ଉତ୍ସବରେ ବାଧା ସୃଷ୍ଟି କରିଛି। ଗୋପାଳପୁର ନିକଟରେ ଏହି ଗଭୀର ଅବପାତ ଓଡ଼ିଶା ଉପକୂଳ ଅତିକ୍ରମ କରିଛି ଏବଂ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ…

ଗୁରୁବାରଠୁ ରାଜ୍ୟରେ ବାତ୍ୟା ଭଳି ପ୍ରବଳ ବର୍ଷା! ଲଘୁଚାପ ଅବପାତରେ ପରିଣତ ହେବା ସମ୍ଭାବନା

ଭୁବନେଶ୍ୱର,୨୪ା୯: ଦକ୍ଷିଣ-ପଶ୍ଚିମ ମୌସୁମୀ ଓ ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୫ ସେପ୍ଟେମ୍ବର ସୁଦ୍ଧା ଲଘୁଚାପ ସୃଷ୍ଟି ହେବ, ଯାହା ୨୬ ସୁଦ୍ଧା…

ଦୁର୍ଗାପୂଜା ପୂର୍ବରୁ ଦାଉ ସାଧିଲା ବର୍ଷା, କରେଣ୍ଟ ଲାଗି ୭ ମୃତ

କୋଲକାତ,୨୩।୯: ସୋମବାର ରାତିରୁ ମଙ୍ଗଳବାର ପର୍ଯ୍ୟନ୍ତ କୋଲକାତା ଏବଂ ଏହାର ଆଖପାଖ ଅଞ୍ଚଳରେ ମୁଷଳଧାରାରେ ବର୍ଷା ହେବା ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ପ୍ରବଳ ବର୍ଷା ଯୋଗୁ ସହରରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି। ପ୍ରବଳ ବର୍ଷା ଯୋଗୁ ରାସ୍ତାରେ…

୨୬ରେ ଲଘୁଚାପ, ଏସବୁ ଜିଲା ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ 

ଭୁବନେଶ୍ୱର, ୧୯ା୯(ବନ୍ଦନା ସେଠୀ) – ପାର୍ବଣରେ ବର୍ଷା ହେବ ନାହିଁ ବୋଲି ପୂର୍ବରୁ ପାଣିପାଗ ବିଭାଗ ଆକଳନ କରିଥିଲା। ହେଲେ ଆସନ୍ତା ୨୬ ତାରିଖରେ ବଙ୍ଗୋପସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଦୁର୍ଗାପୂଜାରେ ବର୍ଷା ହେବାନେଇ ଆଶଙ୍କା…

ଓଡ଼ିଶାରେ ପାଞ୍ଚ ଦିନ ବର୍ଷା: ଏସବୁ ଜିଲାକୁ ଚେତାବନୀ ଜାରି

ଭୁବନେଶ୍ୱର,୧୮ା୯: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଭୁବନେଶ୍ୱର କେନ୍ଦ୍ର ଗୁରୁବାର ଓଡ଼ିଶାରେ ଆଗାମୀ ପାଞ୍ଚ ଦିନ ବର୍ଷା ହେବା ନେଇ ୟେଲୋ ଚେତାବନୀ ଜାରି କରିଛି। ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବିଜୁଳି ଓ ୩୦-୪୦…

ରାଜ୍ୟରେ ବର୍ଷାପବନକୁ ନେଇ IMDଙ୍କ ବଡ଼ ସୂଚନା, କହିଲେ ଆସନ୍ତା ୨୦ ତାରିଖରେ ହେବ…

ଭୁବନେଶ୍ୱର,୧୪ା୯: ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମ୍‌ଡି ଡ.ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଆଜିର ସ୍ଥିତିରେ ଏହା ଅଧିକ ଘନୀଭୂତ ହେବାର…

ରାଜ୍ୟରେ ପୁଣି ବଢିବ ବର୍ଷା: ଏସବୁ ଜିଲାକୁ ବଜ୍ରପାତ ଭୟ…

ଭୁବନେଶ୍ୱର,୮ା୯: ରାଜ୍ୟରେ ପୁଣି ବଢିବ ବର୍ଷା। ଆଞ୍ଚଳିକ ପାଣିପାଗ ସୂଚନାନୁସାରେ, ସେପ୍ଟେମ୍ବର ୭ରୁ ୧୩ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଟ୍ରପ୍‌ ବର୍ତ୍ତମାନ ପୂର୍ବ- ଦକ୍ଷିଣପୂର୍ବ ଦିଗରେ…

ଆଉ ୨ ଲଘୁଚାପ: କାଲିଠୁ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୩୦ା୮(ଅନୁରାଧା ମହାରଣା) – ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଏବଂ ଆଉ କିଛି ସ୍ଥାନରେ ଖରା ଓ ଗୁଳୁଗୁଳି…

କାଲି ପ୍ରବଳ ବର୍ଷା: ରାଜ୍ୟର ଏହି ୨ ଜିଲାକୁ ରେଡ୍‌ ଓ୍ବାର୍ନିଂଜାରି…

ଭୁବନେଶ୍ୱର,୨୬।୮(ଅନୁରାଧା ମହାରଣା)-ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ବୁଧବାର ସାରା ରାଜ୍ୟରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅତିରୁ ଅତି ପ୍ରବଳ ବର୍ଷା ହେବାନେଇ କୋରାପୁଟ ଓ ମାଲକାନଗିରି ଜିଲାକୁ ରେଡ୍‌…

ବାଧକ ସାଜିଛି ବର୍ଷା: କାମଧନ୍ଦାକୁ ବାହାରି ପାରୁନାହାନ୍ତି ଲୋକେ

ଦାରିଙ୍ଗବାଡ଼ି,୨୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ୧୦ ଦିନରୁ ଊର୍ଦ୍ଧ୍ୱ ହେଲା ଲଘୁଚାପ ଜନିତ ବର୍ଷା ପାଇଁ ସୂର୍ଯ୍ୟଦେବଙ୍କୁ ଦେଖିପାରୁନାହାନ୍ତି ଲୋକେ। ବର୍ଷା ପ୍ରଭାବରେ ଲୋକଙ୍କ କାମଧନ୍ଦା ବନ୍ଦ ହୋଇଯାଇଛି। ଅନେକ ଶ୍ରମିକ, ଦିନ ମଜୁରିଆଙ୍କ ଅବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?