ପ୍ରବଳ ବର୍ଷା ସମ୍ଭାବନା: ଜିଲାପାଳଙ୍କୁ ସତର୍କ କରାଇଲେ ଏସଆରସି
ଭୁବନେଶ୍ୱର,୧୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଗକୁ ରାଜ୍ୟର କଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲାପାଳମାନଙ୍କୁ ସତର୍କ କରାଇଛନ୍ତି ସ୍ପେସିଆଲ ରିଲିଫ କମିଶନ(ଏସଆରସି)। ବର୍ଷାକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ...
ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି
ଭୁବନେଶ୍ୱର,୧୩।୯: ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ଦିଗରୁ ଦକ୍ଷିଣ-ଉତ୍ତର-ଦକ୍ଷିଣ ଦିଗରେ ଅଗ୍ରସର ହେବା ସହିତ ଅବପାତରେ ପରିଣତ ହୋଇ ଶୁକ୍ରବାର ପଶ୍ଚିମବଙ୍ଗ ଏବଂ ବାଂଲାଦେଶ...
ଆସନ୍ତା ଦୁଇଦିନ ମଧ୍ୟରେ ଆଉ ଏକ ଲଘୁଚାପ: ଚଳିତ ସପ୍ତାହ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୨।୯: ମିଆଁମାରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଘୂର୍ଣ୍ଣିବଳୟଟି ବାଂଲାଦେଶ ଉପକୂଳ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼େ ଗତି କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ...
ଆସନ୍ତା ୪ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୧।୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ।...
ଘରେ ପଶିଲା ଡ୍ରେନ୍ ପାଣି, ସିମନବାଡ଼ିରେ ସ୍ବଚ୍ଛ ମିଶନ ବିଫଳ
ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): ଲଘୁଚାପ ଜନିତ ବର୍ଷା ଯୋଗୁ କନ୍ଧମାଳ ଜିଲାରେ ରବିବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ସୋମବାର ସକାଳୁ ଏହି ବର୍ଷାର ପରିମାଣ ବୃଦ୍ଧି ପାଇଛି। ଧିରେ ଧିରେ ନଦୀ ଓ ନାଳ ଫୁଲିବାରେ ଲାଗିଛି।...
ପ୍ରବଳ ବର୍ଷା: ବାହ୍ୟ ଜଗତରୁ ବିଚ୍ଛିନ୍ନ ମାଲକାନଗିରି
ମାଲକାନଗିରି,୯ା୯(ଦୁର୍ଯ୍ୟୋଧନ ପାତ୍ର): ଦୁଇଦିନ ଧରି ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି। ବିଶେଷକରି ମାଲକାନଗିରି ଜିଲାର ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇବାରୁ ନଦୀ ଉପରେ...
କୋରାପୁଟରେ ପ୍ରବଳ ବର୍ଷା, ବିପଦ ସଂକେତ ଉପରେ ମାଛକୁଣ୍ଡ ଡ୍ୟାମ୍
କୋରାପୁଟ/କୁନ୍ଦୁରା,୯ା୯(ଅମିତାଭ ବେହେରା/ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୋଲାବ ନଦୀ ଫୁଲୁଥିବାରୁ କେତେକ ତଳିଆ ଅଞ୍ଚଳରେ ପାଣି ପଶିଛି। ଏଥିଯୋଗୁ ଲମତାପୁଟ ବ୍ଲକ ଅନକାଡ଼େଲିଠାରେ ଥିବା ମାଛକୁଣ୍ଡ...
ଲଘୁଚାପର ପ୍ରଭାବରେ ରାଜ୍ୟରେ ବୃଦ୍ଧି ପାଇବ ବର୍ଷା: ୨୧ଟି ଜିଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର,୬।୯: ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ,ଲଘୁଚାପ ଘନୀଭୂତ...
ଲଘୁଚାପର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ
ଭୁବନେଶ୍ୱର,୧ା୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗତକାଲି ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା...
କାଲି ସୁଦ୍ଧା ଲଘୁଚାପ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲାରେ ପ୍ରବଳ ବର୍ଷ ସମ୍ଭାବନା
ଭୁବନେଶ୍ୱର,୨୫।୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତାକାଲି ସୁଦ୍ଧା ଲଘୁଚାପରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ଜିଲାରେ ବର୍ଷାର ସମ୍ଭାବନା ଅଛି । ଆସନ୍ତା ୨୪ ଘଣ୍ଟା...
ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା; ଅତି ପ୍ରବଳ ବର୍ଷା ହେବା ନେଇ ୪ଟି ଜିଲାକୁ ଆଲର୍ଟ ଜାରି
ଭୁବନେଶ୍ୱର,୨୩।୮: ବାଂଲାଦେଶ ଉପରେ ରହିଥିବା ସକ୍ରିୟ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା...
ଆସନ୍ତାକାଲି ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୨ା୮: ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୫ଟି ଜିଲାରେ...
Archives


