Tag Archives: rain

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା; ଅତି ପ୍ରବଳ ବର୍ଷା ହେବା ନେଇ ୪ଟି ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୨୩।୮: ବାଂଲାଦେଶ ଉପରେ ରହିଥିବା ସକ୍ରିୟ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା...

ଆସନ୍ତାକାଲି ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨ା୮: ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୫ଟି ଜିଲାରେ...

ବାଦଲ ଫଟା ବର୍ଷା ନେଲା ୧୪ ଜଣଙ୍କ ଜୀବନ, ୧୦ ନିଖୋଜ

ଶିମ୍‌ଲା,୮ା୮: ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା ହୋଇ ୧୪ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦ ଜଣ ନିଖୋଜ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସାମେଜ ଏବଂ ବାଗି ବ୍ରିଜ୍‌ ଅଞ୍ଚଳରେ ପ୍ରବଳ ବର୍ଷା...

ଆସୁଛି ଆଉ ଏକ ବଡ଼ ଲଘୁଚାପ: ଏହି ୭ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୮: ମୌସୁମୀ ସକ୍ରିୟ ହୋଇଥିବା ବେଳେ ବାରମ୍ବାର ଲଘୁଚାପ ସୃଷ୍ଟି ହେଉଛି। ଗୋଟିଏର ପ୍ରଭାବ ସରିନି, ଆସିଲାଣି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ବୁଧବାର ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।...

ଏହି ୪ ଜିଲାକୁ ପ୍ରବଳ ବର୍ଷା, ହାଇଆଲର୍ଟ ଜାରି

ଭୁବନେଶ୍ୱର,୧ା୮: ରାଜ୍ୟରେ କିଛିଦିନ ହେବ ବର୍ଷା ଲାଗି ରହିଛି। ତେବେ କିଛି ଜିଲାକୁ ପ୍ରବଳ ବର୍ଷା ହେବା ନେଇ ଜିଲାପାଳଙ୍କୁ ସତର୍କ କରାଇଛନ୍ତି ଏସ୍‌ଆର୍‌ସି ସତ୍ୟବ୍ରତ ସାହୁ। ତେବେ ବଲାଙ୍ଗୀର, ମୟୂରଭଞ୍ଜ, ସମ୍ବଲପୁର ଓ ପୁରୀ ଜିଲାପାଳଙ୍କୁ ହାଇଆଲର୍ଟ ଜାରି...

ମେଗା ପାନୀୟ ଜଳ ପ୍ରକଳ୍ପ ପାଇପ୍‌ ଲାଇନ୍‌ ପୋତାରୁ ରାସ୍ତା ଶୋଚନୀୟ

କୋକସରା,୨୭ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ ପଞ୍ଚାୟତକୁ ମେଗା ପାନୀୟ ଜଳ ପ୍ରକଳ୍ପରୁ ଜଳ ଯୋଗାଣ ପାଇଁ ଠିକାସଂସ୍ଥା ପକ୍ଷରୁ କାର୍ଯ୍ୟ ଜାରି ରହିଛି। ଗ୍ରାମାଞ୍ଚଳକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣାଧୀନ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର...

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବରେ...

୩ ଦିନ ଧରି ଲଗାଣ ବର୍ଷା, ସୃଷ୍ଟି ହେଲା ବନ୍ୟା ସ୍ଥିତି

ମୁମ୍ବାଇ, ୨୧।୭: ଗତ ୩ ଦିନ ଧରି ମୁମ୍ବାଇରେ ଲଗାଣ ବର୍ଷା ଯୋଗୁ ସହରର ବହୁ ଅଞ୍ଚଳରେ ଜଳମଗ୍ନ ସ୍ଥିତି ଦେଖାଯାଇଛି। ମୁମ୍ବାଇ ଓ ଏହାର ଆଖପାଖ ସହର ଯଥା ପୁଣେ, ଠାଣେ ଓ ପାଲଘରକୁ ଆସନ୍ତା ୨୪ ଘଣ୍ଟା...

କୋରାପୁଟରେ ୯୪୩.୧ ମିଲିଲିଟର ବର୍ଷା, କୋଟପାଡ଼ ବ୍ଲକରେ ରେକର୍ଡ ସର୍ବାଧିକ

କୋରାପୁଟ,୨୦ା୭(ଅମିତାଭ ବେହେରା): ଶନିବାର କୋରାପୁଟ ଜିଲାରେ ୯୪୩.୧ ମିଲିମିଟର ବର୍ଷା ହୋଇଥିବା ବେଳେ ଜିଲାର କୋଟପାଡ଼ ବ୍ଲକରେ ସର୍ବାଧିକ ୧୫୮ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ଜିଲାର କୁନ୍ଦ୍ରା ବ୍ଲକରେ ୭୨.୪ ମିଲିମିଟର,...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ତିନି ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୭: କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଏହି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାର କରି ଅଧିକ ଘନୀଭୂତ ହୋଇ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଓଡ଼ିଶା ଉପକୂଳ...

୫ ଦିନ ଯାଏ ପ୍ରବଳ ବର୍ଷିବ, ଏହି ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୭ା୭: ଆସନ୍ତା ୫ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି। ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ୟେଲୋ ଆଲର୍ଟ ଜାରି କରିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri