Tag Archives: rain

ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, ଏହିସବୁ ଜିଲା ପାଇଁ ୟେଲୋଓ୍ବାର୍ନିଂ

ଭୁବନେଶ୍ୱର,୧୫ା୭(ଅନିଲ ଦାସ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର,...

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ୪ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୩।୭: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀବାୟୀ ସକ୍ରିୟ ରହିଥିବାରୁ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଶନିବାର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।...

ରାଜଧାନୀରେ ପ୍ରବଳ ବର୍ଷା, ରାସ୍ତାରେ ଜମିଲା ପାଣି

ନୂଆଦିଲ୍ଲୀ, ୧୩।୦୭: ଦେଶର ରାଜଧାନୀ ଦିଲ୍ଲୀର ନୋଏଡ଼ା ଏବଂ ଏହାର ଆଖପାଖ ଅଞ୍ଚଳରେ ଆଜି ସକାଳୁ ସକାଳୁ ପ୍ରବଳ ବର୍ଷା ହୋଇଛି । ଦିଲ୍ଲୀ ଏନ୍‌ସିଆରର ବାସିନ୍ଦା ଗରମରୁ କିଛିଟା ଆରାମ ପାଇଛନ୍ତି । ବର୍ଷା ସହିତ ଉକ୍ତ ଅଞ୍ଚଳରେ...

ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ଏହି ସବୁ ରାଜ୍ୟରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ, ୧୨।୦୭: ଭାରତୀୟ ପାଣିପାଗ ବିଭାଗ ବା ଆଇଏମ୍‌ଡି ଆଗାମୀ କିଛିଦିନ ମଧ୍ୟରେ ପୂର୍ବ-ଉତ୍ତର ପ୍ରଦେଶ, ଦିଲ୍ଲୀ-ଏନ୍‌ସିଆର ଏବଂ ଉତ୍ତର ସହିତ ପୂର୍ବୋତ୍ତର ଭାରତରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି । ପାଣିପାଗ ବିଭାଗ ବିହାର...

ଆସନ୍ତା ୨୪ ଘଣ୍ଟାରେ ୧୪ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୭: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ସକ୍ରିୟ ରହିଛି। ମୌସୁମୀର ପ୍ରଭାବରେ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର...

ସ୍କୁଲ, କଲେଜ ଛୁଟି ଘୋଷଣା କଲେ ସରକାର

ମୁମ଼୍ବାଇ,୦୯।୭: ମୟାନଗରୀ ମୁମ଼୍ବାଇରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁସାରେ ଆଜି ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଗତକାଲି ଅରେଞ୍ଜ...

ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ୨୪ ଘଣ୍ଟା ଭିତରେ ଏହି ସହରରେ ପ୍ରବଳ ବର୍ଷା

ମୁମ଼୍ବାଇ, ୦୮।୦୭: ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଆଲର୍ଟ ଜାରି କରିଛି...

ପ୍ରବଳ ବର୍ଷା, ବାତିଲ୍‌ ହେଲା ୫୦ରୁ ଅଧିକ ବିମାନ

ମୁମ଼୍ବାଇ, ୦୮।୦୭: ମହାରାଷ୍ଟ୍ରର ରାଜଧାନୀ ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ସୋମବାର ସକାଳୁ ପ୍ରବଳ ବର୍ଷା ହୋଇଥିଲା । ଫଳରେ ମୁମ଼୍ବାଇ ସହରର ଏବଂ ବସ୍ତି ଅଞ୍ଚଳର ରାସ୍ତାଘାଟରେ ପାଣି ଜମି ରହିଛି । ଗାଡ଼ି ମଟର ସ଼୍ବଭାବିକ...

ରାଜଧାନୀରେ ପ୍ରବଳ ବର୍ଷା, ଭାସିଲା ଗାଡ଼ି

ଭୁବନେଶ଼୍ବର ୭।୭: ରାଜଧାନୀ ଭୁବନେଶ଼୍ବରରେ ପ୍ରବଳ ବର୍ଷା ହୋଇଛି । ଫଳରେ ଇସ୍କନ ମନ୍ଦିର ସାମ୍ନା ରାସ୍ତା ବର୍ଷା ପାଣିରେ ବଡ଼ିଯାଇଛି । ରାସ୍ତାରେ ୫ଫୁଟ୍‌ ଉଚ୍ଚର ପାଣି ଜମିଥିବାରୁ କିଛି ଗାଡ଼ି ବୁଡ଼ି ରହିଥିବା ଦେଖିବାକୁ ମିଳିଛି ।...

ପ୍ରବଳ ବର୍ଷା, ୨୪ ଘଣ୍ଟାରେ ଘଡ଼ଘଡ଼ିରେ ୯ ଜଣଙ୍କ ମୃତ୍ୟୁ

ପାଟନା, ୦୬।୦୭: ପ୍ରବଳ ବର୍ଷା କାରଣରୁ ବିହାରର କିଛି ଜିଲା ଜଳାର୍ଣ୍ଣବ ହୋଇଛି । ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ମଧ୍ୟ ହୋଇଛି । ଫଳରେ ଘଡ଼ଘଡ଼ିରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜିଲ୍ଲାରେ ୯ ଲୋକଙ୍କ ମୃତ୍ୟୁ...

ପାଣିପାଗ ବିଭାଗର ବଡ଼ ସୂଚନା, ଜୁଲାଇ ମାସରେ ୧୦୬ ପ୍ରତିଶତ ବର୍ଷା

ନୂଆଦିଲ୍ଲୀ, ୨ା୭: ଚଳିତ ବର୍ଷ ଜୁନ୍‌ରେ ହୋଇଥିବା ଭୀଷଣ ଗରମ ୧୨୩ ବର୍ଷର ରେକର୍ଡ ଭାଙ୍ଗିଥିବା ବେଳେ ବର୍ଷା ମଧ୍ୟ ଲୋକଙ୍କୁ ନିରାଶ କରିଥିଲା । କିନ୍ତୁ ଜୁଲାଇ ମାସକୁ ନେଇ ବଡ଼ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ...

ଆସନ୍ତା ୨୪ ଘଣ୍ଟାରେ ନିର୍ଧୂମ୍‌ ବର୍ଷିବ

ଭୁବନେଶ୍ୱର,୩୦ା୬: ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟାରେ ଅନୁଗୁଳରେ ସର୍ବାଧିକ ୧୪୩ ମିମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଆହୁରି ନିଧୁମ ବର୍ଷିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri