Tag Archives: rain

କୋରାପୁଟରେ ପ୍ରବଳ ବର୍ଷା, ବିପଦ ସଂକେତ ଉପରେ ମାଛକୁଣ୍ଡ ଡ୍ୟାମ୍‌

କୋରାପୁଟ/କୁନ୍ଦୁରା,୯ା୯(ଅମିତାଭ ବେହେରା/ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୋଲାବ ନଦୀ ଫୁଲୁଥିବାରୁ କେତେକ ତଳିଆ ଅଞ୍ଚଳରେ ପାଣି ପଶିଛି। ଏଥିଯୋଗୁ ଲମତାପୁଟ ବ୍ଲକ ଅନକାଡ଼େଲିଠାରେ ଥିବା ମାଛକୁଣ୍ଡ ଡ୍ୟାମରେ…

ଲଘୁଚାପର ପ୍ରଭାବରେ ରାଜ୍ୟରେ ବୃଦ୍ଧି ପାଇବ ବର୍ଷା: ୨୧ଟି ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୬।୯: ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ,ଲଘୁଚାପ ଘନୀଭୂତ ହୋଇ…

ଲଘୁଚାପର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ

ଭୁବନେଶ୍ୱର,୧ା୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗତକାଲି ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪…

କାଲି ସୁଦ୍ଧା ଲଘୁଚାପ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲାରେ ପ୍ରବଳ ବର୍ଷ ସମ୍ଭାବନା

ଭୁବନେଶ୍ୱର,୨୫।୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତାକାଲି ସୁଦ୍ଧା ଲଘୁଚାପରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ଜିଲାରେ ବର୍ଷାର ସମ୍ଭାବନା ଅଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା; ଅତି ପ୍ରବଳ ବର୍ଷା ହେବା ନେଇ ୪ଟି ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୨୩।୮: ବାଂଲାଦେଶ ଉପରେ ରହିଥିବା ସକ୍ରିୟ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି…

ଆସନ୍ତାକାଲି ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨ା୮: ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୫ଟି ଜିଲାରେ ଘଡ଼ଘଡ଼ି…

ବାଦଲ ଫଟା ବର୍ଷା ନେଲା ୧୪ ଜଣଙ୍କ ଜୀବନ, ୧୦ ନିଖୋଜ

ଶିମ୍‌ଲା,୮ା୮: ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା ହୋଇ ୧୪ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦ ଜଣ ନିଖୋଜ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସାମେଜ ଏବଂ ବାଗି ବ୍ରିଜ୍‌ ଅଞ୍ଚଳରେ ପ୍ରବଳ ବର୍ଷା ହେବାରୁ…

ଆସୁଛି ଆଉ ଏକ ବଡ଼ ଲଘୁଚାପ: ଏହି ୭ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୮: ମୌସୁମୀ ସକ୍ରିୟ ହୋଇଥିବା ବେଳେ ବାରମ୍ବାର ଲଘୁଚାପ ସୃଷ୍ଟି ହେଉଛି। ଗୋଟିଏର ପ୍ରଭାବ ସରିନି, ଆସିଲାଣି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ବୁଧବାର ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଗାଙ୍ଗେୟ…

ଏହି ୪ ଜିଲାକୁ ପ୍ରବଳ ବର୍ଷା, ହାଇଆଲର୍ଟ ଜାରି

ଭୁବନେଶ୍ୱର,୧ା୮: ରାଜ୍ୟରେ କିଛିଦିନ ହେବ ବର୍ଷା ଲାଗି ରହିଛି। ତେବେ କିଛି ଜିଲାକୁ ପ୍ରବଳ ବର୍ଷା ହେବା ନେଇ ଜିଲାପାଳଙ୍କୁ ସତର୍କ କରାଇଛନ୍ତି ଏସ୍‌ଆର୍‌ସି ସତ୍ୟବ୍ରତ ସାହୁ। ତେବେ ବଲାଙ୍ଗୀର, ମୟୂରଭଞ୍ଜ, ସମ୍ବଲପୁର ଓ ପୁରୀ ଜିଲାପାଳଙ୍କୁ ହାଇଆଲର୍ଟ ଜାରି କରାଯାଇଛି।…

ମେଗା ପାନୀୟ ଜଳ ପ୍ରକଳ୍ପ ପାଇପ୍‌ ଲାଇନ୍‌ ପୋତାରୁ ରାସ୍ତା ଶୋଚନୀୟ

କୋକସରା,୨୭ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ ପଞ୍ଚାୟତକୁ ମେଗା ପାନୀୟ ଜଳ ପ୍ରକଳ୍ପରୁ ଜଳ ଯୋଗାଣ ପାଇଁ ଠିକାସଂସ୍ଥା ପକ୍ଷରୁ କାର୍ଯ୍ୟ ଜାରି ରହିଛି। ଗ୍ରାମାଞ୍ଚଳକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣାଧୀନ ରାସ୍ତାକଡ଼ରେ…

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?