ଓଡ଼ିଶା ଉପକୂଳରେ ଅବପାତ ସୃଷ୍ଟି, ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଭୁବନେଶ୍ୱର,୧୮।୮: ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଓଡ଼ିଶା ଉପକୂଳ ନିକଟ ସମୁଦ୍ରରେ ଅବପାତରେ ପରିଣତ ହୋଇଛି। ଏହି ଅବପାତ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ସହ...