ରାୟରଙ୍ଗପୁରରେ ଜାତୀୟ ଆଦିବାସୀ ବିକାଶ ପ୍ରତିଷ୍ଠାନ ପ୍ରତିଷ୍ଠା ରାଷ୍ଟ୍ରପତିଙ୍କୁ ଅନୁରୋଧ ଭୁବନେଶ୍ୱର,୧୮।୧୧: ଜାତୀୟ ସ୍ମାରକୀ ପ୍ରାଧିକରଣ (NMA)ର ଅଧ୍ୟକ୍ଷ ପ୍ରଫେସର କିଶୋର ବାସା ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ସେ ଓଡ଼ିଶାର ମୟୂରଭଞ୍ଜ ଜିଲା ରାୟରଙ୍ଗପୁରରେ ଏକ ଜାତୀୟ ଆଦିବାସୀ ବିକାଶ ପ୍ରତିଷ୍ଠାନ...