Tag Archives: raja chakra

ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କଲେ କୋର୍ଟ

କଟକ,୧୬ା୫: ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ। ଏଥିସହିତ ରାଜାଙ୍କ ୩ ସହଯୋଗୀଙ୍କ ଜାମିନ ଆବେଦନ ବି ଖାରଜ ହୋଇଛି। ମାନସ ବାରିକ, ଉତ୍କଳ ଦାସ, ସୁଶାନ୍ତ ସାମଲଙ୍କ ଜାମିନ ଆବେଦନ ଖାରଜ ହୋଇଥିବା ଜଣପାଡ଼ିଛି। ସୂଚନାଯୋଗ୍ୟ, କେନ୍ଦୁଝର…

ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କଲେ ମନମୋହନ

ବାଲେଶ୍ୱର,୩ା୫: ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ରାଜା ଚକ୍ରଙ୍କ ଓକିଲ ସୀତାଂଶୁ ଦ୍ବିବେଦୀଙ୍କ ନାଁରେ ସେ ମୋକଦ୍ଦମା ଦାୟର କରିଛନ୍ତି। ବାଲେଶ୍ବର ଏସ୍‌ଡିଜିଏମ୍‌ କୋର୍ଟରେ ମୋକଦ୍ଦମା ଦାୟର ହୋଇଛି।…

ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବାକୁ ଆବେଦନ

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାର ତଦନ୍ତ କ୍ରାଇମ ବ୍ରାଞ୍ଚ (ଅର୍ଥନୈତିକ ଶାଖା) ପକ୍ଷରୁ ଚାଲିଛି। ଏହି ଘଟଣାରେ କ୍ରାଇମ ବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ର ସମେତ ୪ଜଣଙ୍କୁ…

ଆଇନମନ୍ତ୍ରୀଙ୍କ ବଡ଼ ପ୍ରତିକ୍ରିୟା: ଏଥର ରାଜାଙ୍କ ଲିଙ୍କରେ ଥିବା ବଡ଼ବଡ଼ିଆଙ୍କ ପାଳି

ଭୁବନେଶ୍ୱର,୧୪ା୩: ବିଜେଡି ନେତା ରାଜା ଚକ୍ର ଗିରଫ ହେବା ମାମଲାରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ରାଜାଙ୍କ ଲିଙ୍କ୍‌ରେ ଅନେକ ବଡ଼ବଡ଼ିଆଙ୍କ ସଂପୃକ୍ତି ରହିଛି। ଆଇନ ଅନୁଯାୟୀ କାହାକୁ ଛଡ଼ାଯିବନି, ସମସ୍ତେ ବନ୍ଧା ହେବେ।…

ରାଜା ଚକ୍ରଙ୍କୁ ନେଇ ବଦ୍ରିଙ୍କ ବିସ୍ଫୋରକ ବୟାନ, କହିଲେ ମୁଁ ଆଗରୁ ଏନେଇ ନବୀନ…

ଭୁବନେଶ୍ୱର,୧୩ା୩: ରାଜା ଚକ୍ର ଗୁରୁବାର ଗିରଫ ହେବା ପରେ ବରିଷ୍ଠ ନେତା ବଦ୍ରି ପାତ୍ର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା ଚାଲିଛି। ବଦ୍ରି କହିଛନ୍ତି, ଏନେଇ ମୁଁ ଆଗରୁ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନଙ୍କୁ ଜଣାଇଥିଲି।…

ରାଜା ଚକ୍ରଙ୍କ କଳା ସାମାଜ୍ୟର ଗୁମର ଖୋଲିଲେ କ୍ରାଇମବ୍ରାଞ୍ଚ ଡିଜି, ସହାୟତା ନାଁରେ ଗାଁ ଲୋକଙ୍କୁ ବଣ୍ଟା ହୋଇଛି…

ଭୁବନେଶ୍ୱର,୧୩ା୩: ଇତିମଧ୍ୟରେ ରାଜା ଚକ୍ର ଗିରଫ ହୋଇସାରିଛନ୍ତି। ଗିରଫ ସହ କଳା ସାମ୍ରାଜ୍ୟର ଗୁମର ଖୋଲଛନ୍ତି କ୍ରାଇମବ୍ରାଞ୍ଚ ଡିଜି। ପ୍ରେସ୍‌ମିଟ୍‌ରେ ଶହ ଶହ କୋଟିର ଦୁର୍ନୀତି ଚିଠା ଖୋଲିଛନ୍ତି କ୍ରାଇମବ୍ରାଞ୍ଚ ଡିଜି। ୨୦୧୭ରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ୧୮୫ କୋଟି ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri