ଆଜି ପହିଲି ରଜ। ରଜପର୍ବକୁ ନେଇ ଗାଁରୁ ସହର ସବୁଠି ଉତ୍ସବମୁଖର । ଦୋଳି ଖେଳ, ବିଭିନ୍ନ ପ୍ରକାର ପ୍ରତିଯୋଗିତା ସହିତ ପିଠା ମିଠାର ଆସର ।…