୮୦ ବର୍ଷ ବୟସରେ ଖଡିଆଳ ରାଜାଙ୍କ ପରଲୋକ, ସୁନ୍ଦର ନଦୀ ଘାଟରେ ଶେଷକୃତ୍ୟ ସମ୍ପନ୍ନ ଖଡ଼ିଆଳ,୪।୧(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡିଆଳ ରାଜା ଜିତାମିତ୍ର ପ୍ରସାଦ ସିଂ ଦେଓଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି । ରବିବାର ସକାଳରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଠିକ୍ ଥିବା ବେଳେ ୧ ଟା ୩୫ ସମୟରେ...