ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ
ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍ଏସ୍ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ କର୍ମଚାରୀ। ଏହିପରି ସମସ୍ୟା ଦେଖିବାକୁ ମିଳିଛି ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସୀମାକୁ ଲାଗି…
ଦେଶବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୪ା୬: ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ରାଷ୍ଟ୍ରପତି ଲେଖିଛନ୍ତି, ‘ରଜ’ ଉପଲକ୍ଷେ ରାଜ୍ୟ ତଥା ଦେଶବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା’। ‘ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା ପାନ, ଦୋଳି…


