ବ୍ଲକ କାର୍ଯ୍ୟାଳୟରେ ପଶି ବିଡିଓଙ୍କୁ ଆକ୍ରମଣ: ପ୍ରତିବାଦରେ… ରାଜନଗର,୩ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ ଭାଜପା ନେତା ଓ କର୍ମୀମାନେ ଆକ୍ରମଣ ଘଟଣାରେ ଶନିବାର ଦିନତମାମ ବ୍ଲକ ପରିସରରେ ଉତ୍ତେଜନା ଲାଗିରହିଛି। ବିଡିଓଙ୍କୁ ଆକ୍ରମଣ ଘଟଣାକୁ ବିରୋଧ କରି ବିଜେଡି କର୍ମୀମାନେ ଦେବେନ୍ଦ୍ର ଜେନାଙ୍କ...