‘ସୋସିଆଲ୍ ମିଡିଆରୁ ଦୂରରେ ରହି କଠିନ ପରିଶ୍ରମ’: ଜାଣନ୍ତୁ OJS ପରୀକ୍ଷାରେ କେମିତି ସଫଳତା ହାସଲ କଲେ ରାଜଶ୍ରୀ ପ୍ରିୟଦର୍ଶିନୀ ଭୁବନେଶ୍ୱର,୧୪।୩: ତୃତୀୟ ପ୍ରୟାସରେ OJS ପରୀକ୍ଷାରେ ସଫଳ ହୋଇଥିବା ରାଜଶ୍ରୀ ପ୍ରିୟଦର୍ଶିନୀ ୯ମ ରାଙ୍କ ହାସଲ କରିଛନ୍ତି। ଏଥିସହିତ ରାଜଶ୍ରୀ ଓଡ଼ିଶାର ଅନେକ ଯୁବକ ଯୁବତୀଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି। ଗଣମାଧ୍ୟମ ସହ ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ତାଙ୍କର ସଫଳତାର କାହାଣୀ…