Exit Poll: ରାଜସ୍ଥାନରେ କ୍ଷମତା ହରାଇ ପାରନ୍ତି ଅଶୋକ ଗେହଲଟ, ସୁବିଧାଜନକ ସ୍ଥିତିରେ ଭାଜପା ନୂଆଦିଲ୍ଲୀ,୩୦।୧୧: ପାଞ୍ଚ ରାଜ୍ୟରେ ନିର୍ବାଚନ ଶେଷ ହେବା ପରେ ଏକଜିଟ ପୋଲ ଆକଳନ ସାମ୍ନାକୁ ଆସିଛି। ବିଭିନ ସଂସ୍ଥାର ଆକଳନ ଅନୁଯାୟୀ ରାଜସ୍ଥାନରେ ଭାଜପା ପାଞ୍ଚ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରୁଛି। ଗତ ତିନି ଦଶନ୍ଧି ଧରି ରାଜ୍ୟରେ...