ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ…. ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି । କମ୍ପାନୀର କାର୍ଯ୍ୟନିର୍ବାହୀ ମୁଖ୍ୟଙ୍କ ସିଇଓ ଏବଂ ସ୍ୱାମୀ...