Tag Archives: Rajasthan royals

ଫସିଗଲେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା, Rajasthan Royalsର ମାଲିକ ଆଣିଲେ ସଙ୍ଗିନ ଅଭିଯୋଗ

ନୂଆଦିଲ୍ଲୀ,୨୬।୬: ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ଏବଂ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ଦଳ ରାଜସ୍ଥାନ ରୟାଲ୍ସ (ଆରଆର୍‌)ର ପୂର୍ବତନ ସହ-ମାଲିକ ରାଜ କୁନ୍ଦ୍ରା ସମସ୍ୟାରେ ପଡ଼ିଛନ୍ତି। ରାଜସ୍ଥାନ ରୟାଲ୍ସର ବର୍ତ୍ତମାନର ମାଲିକ ମନୋଜ ବଡାଲେ ତାଙ୍କ ଉପରେ...

ରାଜସ୍ଥାନ ରୟାଲ୍ସ ଛାଡ଼ିବେ ଯଶସ୍ବୀ ଜୈସଓ୍ବାଲ? KKR ଯିବାକୁ ନେଇ ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୫: ରାଜସ୍ଥାନ ରୟାଲ୍ସରେ ସବୁକିଛି ଠିକ ନାହିଁ କି? ଯଶସ୍ବୀ ଜୈସୱାଲ ଏବଂ ରାଜସ୍ଥାନ ଫ୍ରାଞ୍ଚାଇଜ ମାଲିକଙ୍କ ମଧ୍ୟରେ ସବୁକିଛି ଠିକ ନାହିଁ କି? IPL ୨୦୨୫ରେ ଫ୍ରାଞ୍ଚାଇଜର ଏକମାତ୍ର ଖେଳାଳି ଭାବେ ୫୦୦ରୁ ଅଧିକ ରନ କରିଥିବା ଜୈସଓ୍ବାଲ...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ଗିଫ୍ଟ: ଖୁସିରେ ହେଲେ ଗଦ୍‌ଗଦ୍‌

ନୂଆଦିଲ୍ଲୀ,୩୦।୪: ଆଜିକାଲି IPLରେ ଶତକ ମାରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଚର୍ଚ୍ଚାରେ ଅଛି। ୧୪ ବର୍ଷୀୟ ବୈଭବଙ୍କ ଉତ୍କୃଷ୍ଟ ପ୍ରଦର୍ଶନରେ ଖୁସି ହୋଇ, ରାଜସ୍ଥାନ ରୟାଲ୍ସର ମାଲିକ ରଞ୍ଜିତ ବର୍ଠାକୁର ତାଙ୍କୁ ପୁରସ୍କାର ସ୍ବରୂପ ଏକ ନୂତନ ମର୍ସିଡିଜ-ବେଞ୍ଜ କାର...

ଦିନେ ପୁଅ ପାଇଁ ଜମି ବିକ୍ରି କରିଦେଇଥିଲେ ବାପା: ଜାଣନ୍ତୁ ବିସ୍ମୟ କ୍ରିକେଟର୍‌ ବୈଭବଙ୍କ ବିଷୟରେ କିଛି ଅଜଣା କଥା

ନୂଆଦିଲ୍ଲୀ,୨୯।୪: ରାଜସ୍ଥାନ ରୟାଲ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଏକପାଖିଆ ମ୍ୟାଚ ଜିତିଛି। ବୈଭବ ସୂର୍ଯ୍ୟବଂଶୀ ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଇନିଂସ ମ୍ୟାଚକୁ ସମ୍ପୂର୍ଣ୍ଣ ଭାବରେ ରାଜସ୍ଥାନ ସପକ୍ଷରେ ଆଣି ଦେଇଥିଲା। ଏହି ମ୍ୟାଚ୍‌ରେ ବହୁ ବର୍ଷର ପୁରୁଣା ରେକର୍ଡ ଭାଙ୍ଗି...

IPL ୨୦୨୫: ପୁଣି ବଦଳିବେ ରାଜସ୍ଥାନ ରୟାଲ୍ସ ଅଧିନାୟକ? ସାମସନଙ୍କ ଯୋଗୁ ନେବାକୁ ପଡ଼ିପାରେ…

ନୂଆଦିଲ୍ଲୀ,୧୮।୪: ୨୦୨୫ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଏପର୍ଯ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ଏବେ ଦଳରେ ଏକ ନୂତନ ସମସ୍ୟା ସୃଷ୍ଟି ହୋଇଛି। ସିଜିନ ମଝିରେ ରାଜସ୍ଥାନକୁ ପୁଣି ଥରେ ଅଧିନାୟକ ପରିବର୍ତ୍ତନ କରିବାକୁ ପଡ଼ିପାରେ। ଏହାର କାରଣ ହେଉଛନ୍ତି...

ରାଜସ୍ଥାନ ଅଧିନାୟକ ପଦରୁ ହଟିବେ ରିଆନ ପରାଗ, ନେତୃତ୍ୱ ନେବେ ସାମ୍‌ସନ

ବେଙ୍ଗାଲୁରୁ,୨ା୪: ସଞ୍ଜୁ ସାମ୍‌ସନ ଚଳିତ ଆଇପିଏଲ୍‌ରେ ଉଇକେଟ୍‌ କିପିଂ କରିବା ସହ ରାଜସ୍ଥାନ ରୟାଲ୍ସ(ଆର୍‌ଆର୍‌) ଦଳର ନେତୃତ୍ୱ ସମ୍ଭାଳିଥିଲେ। ତାଙ୍କୁ ଏଥିଲାଗି ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ)ଠାରୁ ଅନୁମତି ମିଳିଥିଲା। ଗତ ଫେବୃଆରୀରେ ଇଂଲଣ୍ଡ ବିପକ୍ଷ ଖେଳାଯାଇଥିବା ଏକ ଟି୨୦ ମ୍ୟାଚ୍‌ରେ...

ପୁଣି ପ୍ରେମରେ ପଡ଼ିଛନ୍ତି ମଲାଇକା: ଏହି କ୍ରିକେଟର୍‌ଙ୍କୁ ସହ ଫଟୋ ହେଉଛି ଭାଇରାଲ୍‌

ନୂଆଦିଲ୍ଲୀ,୧।୪: ପୁଣି ପ୍ରେମରେ ପଡ଼ିଛନ୍ତି ବଲିଉଡ୍‌ ହଟ୍‌ ଷ୍ଟର୍‌ ମଲାଇକା ଆରୋରା। ଅଭିନେତା ଅର୍ଜୁନ କପୁରଙ୍କ ସହ ବ୍ରେକ୍‌ଅପ୍‌ ପରେ ମଲାଇକା ଜଣେ କ୍ରିକେଟର୍‌ଙ୍କ ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚା ହେଉଛି। ନିକଟରେ ଏକ ଆଇପିଏଲ୍‌ ମ୍ୟାଚ୍‌ ସମୟରେ ତାଙ୍କୁ...

IPL 2025 ଲଜ୍ଜାଜନକ ରେକର୍ଡ ହାସଲ କଲେ ରିୟାନ ପରାଗ

ନୂଆଦିଲ୍ଲୀ,୨୭।୩: ରାଜସ୍ଥାନ ରୟାଲ୍ସ ପାଇଁ IPL 2025 ସିଜିନର ଆରମ୍ଭ ଭଲ ହୋଇନାହିଁ। ଏହି ଦଳକୁ ପ୍ରଥମ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହା ପରେ କୋଲକାତା ନାଇଟ ରାଇଡର୍ସ (KKR) ସେମାନଙ୍କୁ...

ବିଶାଳ ବିଜୟ ସହିତ ସିଜିନ ଆରମ୍ଭ କଲା ସନରାଇଜର୍ସ ହାଇଦ୍ରାବାଦ

ହାଇଦ୍ରାବାଦ,୨୩ା୩: ସ୍ଥାନୀୟ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ରବିବାର ଅପରାହ୍ନରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ବିପକ୍ଷରେ ଖେଳାଯାଇଥିବା ହାଇ ସ୍କୋରିଂ ଆଇପିଏଲ୍‌ ମ୍ୟାଚକୁ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୪୪ ରନରେ ଜିତି ନେଇଛି। ଇଶାନ କିଶନଙ୍କ ଅପରାଜିତ ଶତକ ବଳରେ...

IPL 2025: ଇଶାନଙ୍କ ଦ୍ରୁତ ଶତକ ସୃଷ୍ଟି କଲା ନୂଆ ରେକର୍ଡ, ରାଜସ୍ଥାନ ଆଗରେ ୨୮୭ ରନର ଟାର୍ଗେଟ ଦେଲା ହାଇଦ୍ରାବାଦ

ନୂଆଦିଲ୍ଲୀ,୨୩।୩: ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୫ ର ମ୍ୟାଚ୍ ନମ୍ବର-୨ ରେ, ସନରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ଏବଂ ରାଜସ୍ଥାନ ରୟାଲ୍ସ (ଆରଆର) ମଧ୍ୟରେ ମୁକାବିଲା ହେଉଛି। ଏହି ମ୍ୟାଚ୍ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଉଛି।...

IPL 2025 ପୂର୍ବରୁ ଚୌକା-ଛକା ବର୍ଷା କଲେ ଏହି ୧୩ ବର୍ଷୀୟ କ୍ରିକେଟର୍‌: କୋଚ ଆଶ୍ଚର୍ଯ୍ୟ

ଜୟପୁର,୧୮।୩: IPL 2025 ଆରମ୍ଭ ହେବାକୁ ଆଉ ଗୋଟିଏ ସପ୍ତାହରୁ କମ ସମୟ ବାକି ଅଛି। ୧୮ତମ ସିଜିନର ପ୍ରଥମ ମ୍ୟାଚ ୨୨ ମାର୍ଚ୍ଚରେ ଖେଳାଯିବ। ଏହା ପୂର୍ବରୁ, ଏକ ଉଦଘାଟନୀ ଉତ୍ସବ ମଧ୍ୟ ହେବ, ଯେଉଁଥିରେ ବଲିଉଡ ସ୍ବାଦ...

ଆଶାବାଡ଼ି ଧରି ପଡ଼ିଆରେ ପହଞ୍ଚିଲେ ରାହୁଲ ଦ୍ରାବିଡ: ଖେଳାଳି ଆଶ୍ଚର୍ଯ୍ୟ, ସମସ୍ତେ କରୁଛନ୍ତି ବାଃ ବାଃ

ନୂଆଦିଲ୍ଲୀ,୧୩।୩: ରାଜସ୍ଥାନ ରୟାଲ୍ସର ମୁଖ୍ୟ କୋଚ ରାହୁଲ ଦ୍ରାବିଡଙ୍କୁ ତାଙ୍କ ସମୟର ଶ୍ରେଷ୍ଠ ବ୍ୟାଟସମ୍ୟାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ଦ୍ରାବିଡ ତାଙ୍କ ବ୍ୟାଟିଂ କୌଶଳ ବ୍ୟତୀତ ତାଙ୍କର ଦୃଢ଼ ମାନସିକତା ପାଇଁ ମଧ୍ୟ ଜଣାଶୁଣା। ଏବେ ରାହୁଲଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri