ରୋମାଞ୍ଚକର ମୁକାବିଲାରେ ପଞ୍ଜାବକୁ ୩ ୱିକେଟରେ ପରାସ୍ତ କଲା ରାଜସ୍ଥାନ
ଚଣ୍ଡୀଗଡ଼,୧୩ା୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍)ରେ ଶନିବାର ଏକ ଲୋ ସ୍କୋରିଂ ମ୍ୟାଚ୍ରେ ପଞ୍ଜାବ କିଙ୍ଗ୍ସକୁ ୩ ଉଇକେଟରେ ହରାଇ ପଞ୍ଚମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ପ୍ରଥମେ ବ୍ୟାଟିଂ କରି ପଞ୍ଜାବ ୮ ଉଇକେଟରେ ୧୪୭ ରନ୍ କରିଥିଲା। ଜବାବରେ…
କୋହଲି ଅଷ୍ଟମ ଶତକ ବୃଥା, ରାଜସ୍ଥାନକୁ ଜିତାଇଲେ ବଟଲର
ଜୟପୁର,୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ) ଟି୨୦ କ୍ରିକେଟ ଟୁର୍ନାମେଣ୍ଟରେ ବିରାଟ କୋହଲି ଅଷ୍ଟମ ଶତକ ସତ୍ତ୍ୱେ ପରାଜିତ ହୋଇଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)। ଶତକୀୟ ମ୍ୟାଚରେ ଜୋଶ ବଟଲରଙ୍କ ୧୦୦* ରନ ବଳରେ ରାଜସ୍ଥାନ ରୟାଲ୍ସ ୬ ଉଇକେଟରେ ବିଜୟୀ ହୋଇଛି।…
ଆଇପିଏଲ୍ ପୂର୍ବରୁ ରାଜସ୍ଥାନ ରୟାଲ୍ସକୁ ଲାଗିଲା ବଡ଼ ଝଟ୍କା
ନୂଆଦିଲ୍ଲୀ,୧୨।୩: ବିଶ୍ୱର ସବୁଠାରୁ ବଡ଼ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ଆରମ୍ଭ ହେବାକୁ ଆଉ ଦିନ କେଇଟା ବାକି। ମାର୍ଚ୍ଚ ୨୨ରୁ ଆଇପିଏଲ୍ ୧୭ତମ ସିଜନ ଆରମ୍ଭ ହେବ। ହେଲେ ଏହା ପୂର୍ବରୁ ରାଜସ୍ଥାନ ରୟାଲ୍ସକୁ ବଡ଼ ଝଟ୍କା ଲାଗିଛି।…
ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ରାଜସ୍ଥାନ ରୟାଲ୍ସ ସହ ଯୋଡ଼ି ହେଲେ ଶେନ୍ ବଣ୍ଡ
ନୂଆଦିଲ୍ଲୀ,୨୪।୧୦: ନ୍ୟୁଜିଲାଣ୍ଡର ପୂର୍ବତନ ଦ୍ରୁତ ବୋଲର୍ ଶେନ୍ ବଣ୍ଡଙ୍କୁ ଆଇପିଏଲ୍ ଫ୍ରାଞ୍ଚାଇଜ୍ ରାଜସ୍ଥାନ ରୟାଲ୍ସର ସହାୟକ କୋଚ୍ ଏବଂ ଦ୍ରୁତ ବୋଲିଂ କୋଚ୍ ଭାବେ ଦାୟିତ୍ୱ ମିଳିଛି। ଏହାପୂର୍ବରୁ ସେ ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ କୋଚ୍ ଥିଲେ। ନିଜର କ୍ରିକେଟ କ୍ୟାରିୟରରେ…

