Tag Archives: Rajasthan

ସୀମାରୁ ପାକିସ୍ତାନକୁ ଚେତାବନୀ ଦେଲେ ପ୍ରଧାନମନ୍ତ୍ରୀ ମୋଦି: ସୁଧୁରିଯାଅ ନଚେତ୍‌….

ବିକାନେର୍‌,୨୨।୫: ପହଲଗାମ ଆକ୍ରମଣର ଗୋଟିଏ ମାସ ପରେ ପ୍ରଧାନମନ୍ତ୍ରୀ ମୋଦି ରାଜସ୍ଥାନରେ ଆତଙ୍କବାଦ ବିରୋଧରେ ତାଙ୍କର ଆଭିମୁଖ୍ୟ ବୟାନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସୀମା ନିକଟରୁ ବିଶ୍ୱକୁ ଏକ ବାର୍ତ୍ତା ଦେଇଛନ୍ତି, ଯାହାକୁ ପାକିସ୍ତାନ କେବେ ଭୁଲିପାରିବ ନାହିଁ। ପ୍ରଧାନମନ୍ତ୍ରୀ...

୧୧ ବର୍ଷ ବୟସରେ ଭିଣୋଇଙ୍କୁ ବିବାହ, ୨୩ ବର୍ଷରେ ପଡ଼ିଲେ ଦିଅରଙ୍କ ପ୍ରେମରେ..ଘରୁ ଫେରାର ହୋଇ ମନ୍ଦିରରେ…

ଜୟପୁର,୪।୫: ନାବାଳିକା ଥିବା ବେଳେ ଭିଣୋଇଙ୍କ ସହ ବିବାହ। ପରବର୍ତ୍ତୀ ସମୟରେ ଦିଅରଙ୍କ ପ୍ରେମରେ ପଡ଼ିଗଲେ ଯୁବତୀ। ଶେଷରେ ଘରୁ ଫେରାର ହୋଇ ହରିୟାଣାର ଏକ ମନ୍ଦିରରେ ଶରଣ ପଶିଛନ୍ତି ସେ। ରାଜସ୍ଥାନର ଚୁରୁର ଏଭଳି ଏକ କାହାଣୀ ଏବେ...

ପିଅନ ପଦବୀ ପାଇଁ ଆବେଦନ କରିଛନ୍ତି ପିଏଚ୍‌. ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୨ା୪: ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି ପାଇଁ ରେକର୍ଡ ସଂଖ୍ୟକ ଆବେଦନ ହୋଇଛି। ମୋଟ ୫୩,୭୪୯ ପଦବୀ ପାଇଁ ହେଉଥିବା...

ହୋଲି ରଙ୍ଗ ଲଗାଇବାକୁ ବାରଣ କରିବାରୁ 25 ବର୍ଷୀୟ ଯୁବକଙ୍କ ଗଳାକାଟି ହତ୍ୟା

ଜୟପୁର,୧୩ା୩: ରାଜସ୍ଥାନର ଦୌସା ଜିଲାରେ ହୋଲି ପୂର୍ବରୁ ରଙ୍ଗ ଲଗାଇବାକୁ ତିନି ଜଣ ବ୍ୟକ୍ତିଙ୍କୁ ବାରଣ କରିବାରୁ ଜଣେ ୨୫ ବର୍ଷୀୟ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିବା ପୋଲିସ କହିଛି। ବୁଧବାର ସନ୍ଧ୍ୟାରେ ରାଲୱାସ ଗ୍ରାମରେ ଏହି...

ସ୍କୁଲ ଛାତ୍ରୀଙ୍କୁ ଯୌନ ଶୋଷଣ ଅଭିଯୋଗ: ରାଜସ୍ଥାନରରେ ଉତ୍ତେଜନା

ରାଜସ୍ଥାନ, ୨୭।୨: ରାଜସ୍ଥାନର ବେୱାର ଜିଲାରେ ସ୍କୁଲ ଛାତ୍ରୀଙ୍କ ଯୌନ ଶୋଷଣ ଅଭିଯୋଗକୁ ନେଇ ଉତ୍ତେଜନା ଲାଗି ରହିଛି। ରିପୋର୍ଟ ଅନୁଯାୟୀ, ପ୍ରାୟ ଏକ ଲକ୍ଷ ବାସିନ୍ଦା ବିଶିଷ୍ଟ ଏକ ଛୋଟ ସହର ମାସୁଦା ସ୍କୁଲ ଛାତ୍ରୀଙ୍କ ଯୌନ ଶୋଷଣ...

ଅଭ୍ୟାସ ବେଳେ ଭୟଙ୍କର ବିସ୍ଫୋରଣ: ରାଜସ୍ଥାନରେ ଓଡ଼ିଆ ଯବାନ ଶହୀଦ

ଭୁବନେଶ୍ୱର,୧୯।୧୨: ରାଜସ୍ଥାନରେ ଶହୀଦ ହେଲେ ଓଡ଼ିଆ ଯବାନ। ପୋଖରାନରେ ଫାୟାରିଂ ଅଭ୍ୟାସ ବେଳେ ଟ୍ୟାଙ୍କ୍‌ରେ ବିସ୍ଫୋରଣ ଘଟି ଜଣେ ଓଡିଆ ଯବାନ ଶହୀଦ ହୋଇଛନ୍ତି। ସେ ହେଲେ କୋରାପୁଟ ଜିଲା ବୈପାରୀଗୁଡା ଥାନା ଅନ୍ତର୍ଗତ କେନ୍ଦୁଗୁଡା ପଞ୍ଚାୟତ ବଡାଗୁଡା ଗ୍ରାମର...

ରାଜସ୍ଥାନର ସମସ୍ତ ୨୫ଟି ଆସନରେ ଭାଜପାର ଟିକେଟ ଚୂଡ଼ାନ୍ତ, ୧୦ ସିଟ୍‌ରେ ନୂଆ ମୁହଁ

ଜୟପୁର,୧ା୩: ଭାଜପା ଆସନ୍ତା ଲୋକ ସଭା ନିର୍ବାଚନରେ ନିଜ ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ କରିଛି। ଦଳ ସୂତ୍ରରୁ ପ୍ରକାଶ ଯେ, ସମସ୍ତ ୨୫ଟି ଆସନରେ ନାମ ଚୂଡାନ୍ତ ହୋଇଛି, ସେଥିମଧ୍ୟରୁ ୧୦ଟି ସିଟ୍‌ରେ ନୂଆ ମୁହଁ ଆସିବ। ସମସ୍ତଙ୍କ ନାମ...

ଅଙ୍ଗନୱାଡି ଚାକିରି କରାଇଦେବା ବାହାନାରେ ୨୦ ମହିଳାଙ୍କୁ ଗଣବଳାତ୍କାର

ଯୋଧପୁର,୧୧।୨: ଅଙ୍ଗନୱାଡି ଚାକିରି କରାଇଦେବାକୁ କହି ୨୦ ମହିଳାଙ୍କୁ ଗଣବଳାତ୍କାର ଅଭିଯୋଗ। ରାଜସ୍ଥାନର ସିରୋହି ମ୍ୟୁନିସିପାଲିଟି ପରିଷଦର ଅଧ୍ୟକ୍ଷ ମହେନ୍ଦ୍ର ମେଭଡା ଏବଂ ପୂର୍ବତନ ପୌର ପରିଷଦ କମିଶନର ମହେନ୍ଦ୍ର ଚୌଧୁରୀଙ୍କ ବିରୋଧରେ ଏଭଳି ଗଣବଳାତ୍କାର ମାମଲା ଦାୟର କରାଯାଇଛି।...

ବିଧାନସଭା ନିର୍ବାଚନ ଫଳାଫଳ ୨୦୨୩: ତିନି ରାଜ୍ୟରେ ଭାଜପା ଅଗ୍ରଣୀ, ତେଲଙ୍ଗାନାରେ ବିଜୟ ମୁହାଁ କଂଗ୍ରେସ

ନୂଆଦିଲ୍ଲୀ,୨ା୧୨: ମତଦାନ ଗଣନାର ପ୍ରାରମ୍ଭିକ ପର୍ଯ୍ୟାୟ ଫଳାଫଳ ଅନୁଯାୟୀ ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ଭାଜପା ମ୍ୟାଜିକ ନମ୍ବର ଅତିକ୍ରମ କରି ଅନ୍ୟ ମାନଙ୍କ ଠାରୁ ଆଗରେ ରହିଛି। ସେହିପରି ଛତିଶଗଡରେ ମଧ୍ୟ ଶାସକ କଂଗ୍ରେସକୁ ମଧ୍ୟ ଅତିକ୍ରମ କରି ବିଜୟ...

Exit Poll: ରାଜସ୍ଥାନରେ କ୍ଷମତା ହରାଇ ପାରନ୍ତି ଅଶୋକ ଗେହଲଟ, ସୁବିଧାଜନକ ସ୍ଥିତିରେ ଭାଜପା

ନୂଆଦିଲ୍ଲୀ,୩୦।୧୧: ପାଞ୍ଚ ରାଜ୍ୟରେ ନିର୍ବାଚନ ଶେଷ ହେବା ପରେ ଏକଜିଟ ପୋଲ ଆକଳନ ସାମ୍ନାକୁ ଆସିଛି। ବିଭିନ ସଂସ୍ଥାର ଆକଳନ ଅନୁଯାୟୀ ରାଜସ୍ଥାନରେ ଭାଜପା ପାଞ୍ଚ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରୁଛି। ଗତ ତିନି ଦଶନ୍ଧି ଧରି ରାଜ୍ୟରେ...

କଂଗ୍ରେସକୁ ଝଟ୍‌କା: ଭାଜପାରେ ସାମିଲ ହେଲେ ସଚିନ ପାଇଲଟଙ୍କ ସମର୍ଥକ

ଜୟପୁର,୨୮।୧୦: ରାଜସ୍ଥାନରେ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା ଲାଗିଛି। ଜୟପୁରର ପୂର୍ବତନ ମେୟର ଜ୍ୟୋତି ଖଣ୍ଡେଲଓ୍ବାଲ ଭାଜପାରେ ସାମିଲ ହୋଇଛନ୍ତି। ଦଳ ପକ୍ଷରୁ ଟିକେଟ ନ ମିଳିବାକୁ ନେଇ ଜ୍ୟୋତି ଅସନ୍ତୁଷ୍ଟ ରହିଥିଲେ। ଏହାକୁ ନେଇ ସେ ଭାଜପାରେ ସାମିଲ...

Rajasthan Election 2023: କଂଗ୍ରେସର ୩୩ ଜଣିଆ ପ୍ରାର୍ଥୀ ତାଲିକା ଜାରି, ସର୍ଦ୍ଦାରପୁରରୁ ଗେହଲଟ-ଟୋଙ୍କରୁ ସଚିନ…

ଜୟପୁର,୨୧।୧୦ : ରାଜସ୍ଥାନରେ ଭାଜପାର ଦ୍ୱିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବା ପରେ ବର୍ତ୍ତମାନ କଂଗ୍ରେସ ଏହାର ପ୍ରଥମ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଦଳ ୩୩ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ପ୍ରଥମ ତାଲିକାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri