ଭୁବନେଶ୍ୱର,୨୭ା୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସିଧା ରାଜଭବନ ଯାଇଥିଲେ। ରାଷ୍ଟ୍ରପତି ବିଧାନସଭା ଶୀତ ଅଧିବେଶନରେ ସମ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।…