‘ବାପା ତୁମର ସ୍ମୃତି…,’ ରାଜୀବଙ୍କ ପୁଣ୍ୟତିଥିରେ ଇମୋଶନାଲ ହେଲେ ରାହୁଲ, ଜାଣନ୍ତୁ କ’ଣ ଲେଖିଲେ ନୂଆଦିଲ୍ଲୀ,୨୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ପିତା ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ପୁଣ୍ୟତିଥିରେ ତାଙ୍କୁ ସ୍ମରଣ କରିଛନ୍ତି। ରାଜୀବ ଗାନ୍ଧୀଙ୍କ ୩୪ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ରାହୁଲ ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ...