ନୂଆପଡ଼ାରେ ବାପାଙ୍କୁ ଟପିଗଲେ ପୁଅ ଜୟ ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ୨୦୨୪ ନିର୍ବାଚନରେ ବର୍ତ୍ତମାନର ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ବାପା ରାଜେନ୍ଦ୍ର ଢୋଲକିଆ ସେତେବେଳେ ବିଜେଡିରୁ ଲଢ଼ି ୬୧୮୨୨ ଖଣ୍ଡ ଭୋଟ୍ ପାଇଥିଲେ। ତେବେ ତାଙ୍କର ଦେହାନ୍ତ ପରେ ପୁଅ ଜୟ ଭାଜପାରେ ସାମିଲ ହୋଇ ଭାଜପାରୁ...