ଏକତରଫା ପ୍ରେମର କରୁଣ ପରିଣତି, ପ୍ରେମିକାର ଘର ଆଗରେ ଝୁଲୁଛି… ରାଜଗାଙ୍ଗପୁର,୧୬ା୧(ଅଶୋକ ପାଣି): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକରେ ଗୁରୁବାର ଯୁବତୀଙ୍କ ଘର ଆଗରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି । ମୃତ ଯୁବକ ହେଲେ ରାଣିବନ୍ଧ ତଳପଡ଼ା ଅଞ୍ଚଳର ବିକାଶ ମହାନନ୍ଦିଆ (୨୫)। ଏନେଇ ରାଜଗାଙ୍ଗପୁର ପୋଲିସ...