Rajinikanth 75th Birthday: ୭୫ ବର୍ଷରେ ବି ରଜନୀକାନ୍ତଙ୍କ କ୍ରେଜ ଜାରି, ଶୁଭେଚ୍ଛା ଜଣାଇଲେ ମୋଦି ନୂଆଦିଲ୍ଲୀ,୧୨।୧୨:ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଆସୁଛନ୍ତି । ସାରା ବିଶ୍ବରେ ତାଙ୍କର ଅନେକ ପ୍ରଶଂସକ ରହିଛନ୍ତି । ତାଙ୍କ କାହାଣୀ ଅନେକ ଲୋକଙ୍କୁ ପ୍ରେରିତ କରିଛି…