JEE ଆଡଭାନ୍ସଡ୍ ରେଜଲ୍ଟ ପ୍ରକାଶ, ରଜିତ୍ ଗୁପ୍ତା ଟପ୍ପର ନୂଆଦିଲ୍ଲୀ,୨ା୬: JEE ଆଡଭାନ୍ସଡ ରେଜଲ୍ଟ ୨୦୨୫ ସୋମବାର ପ୍ରକାଶ ପାଇଛି। IIT ଦିଲ୍ଲୀ ଜୋନ୍ର ରଜିତ୍ ଗୁପ୍ତା ପ୍ରଥମ ସ୍ଥାନ ହାସଲ କରିଛନ୍ତି। ରଜିତ୍ ୩୬୦ ମାର୍କରୁ ୩୩୨ ମାର୍କ ପାଇ କମନ ରାଙ୍କ ଲିଷ୍ଟ (CRL)ରେ ଶୀର୍ଷ ସ୍ଥାନ ଅଧିକାର…