ବର୍ଷାରେ ଭିଜି ରଥ ଟାଣିଲେ ଭକ୍ତ: ତିନି ଦିନ ପରେ ମାଉସୀମା ମନ୍ଦିରରେ ପହଞ୍ଚିଲେ ରାଜନଗର ଦଧିବାମନ ଜିଉ ପାଟଣା, ୧୮।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ରାଜନଗର ସ୍ଥିତ ଶ୍ରୀ ଦଧିବାମନ ଜୀଉଙ୍କ ଘୋଷଯାତ୍ରାରେ ଘଟିଥିବା ରଥ ଅଘଟଣର ସଫଳ ସମାଧାନ ହୋଇଛି। ଗୁରୁବାର ପରମ୍ପରା ଅନୁଯାୟୀ ରଥଯାତ୍ରା ଆରମ୍ଭ ହୋଇଥିବା ବେଳେ ମାତ୍ର ୩୦…