ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ… ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେପି ଘୋଡ଼ା ବେପାର କରୁଛି କହିଥିଲି । ଯେଉଁମାନେ କ୍ରସ୍ ଭୋଟିଂ କରିଛନ୍ତି,…