ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା ସଦସ୍ୟତା ଟେକନିକ ପ୍ରଶ୍ନରେ ଫସିଯାଇଛି। ଉଭୟ ନେତା ମାର୍ଚ୍ଚ ୧୬ ତାରିଖରେ ରାଜ୍ୟ…