ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା
ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ରକୁ ମଙ୍ଗଳବାର ରିଟର୍ନିଂ ଅଫିସର ଖାରଜ କରିଦେଇଛନ୍ତି। ମୀନାକ୍ଷୀ ତାଙ୍କ ସତ୍ୟ…
ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ
ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ ମଲ୍ଲିକାର୍ଜୁନ ଖାର୍ଗେ, ପବନ ଖେରା ଏବଂ ମନସୁର ଅଲି ଖାନଙ୍କୁ ପ୍ରାର୍ଥୀ କରିଛି।…
ରାଜ୍ୟ ସଭା ଯିବାକୁ ମନା କଲେ ସିଦ୍ଧରାମାୟା! ଜାଣନ୍ତୁ ଏହା ପଛର କାରଣ
ବେଙ୍ଗାଲୁରୁ,୨୮।୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମାୟା ସ୍ପଷ୍ଟ କରିଛନ୍ତି ଯେ ସେ ରାଜ୍ୟ ସଭାକୁ ଯିବେ ନାହିଁ। ୮୦ ବର୍ଷୀୟ ସିଦ୍ଧରାମାୟା ବିଧାନସଭାର ସଦସ୍ୟ (ଏମଏଲଏ) ଭାବରେ ରାଜ୍ୟ ରାଜନୀତିରେ ସକ୍ରିୟ…
ରାଜ୍ୟସଭା ସଚିବାଳୟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଭାଜପାର ହେଲେ ରାଘବ ଚଢାଙ୍କ ସମେତ ସମସ୍ତ ୭ ବିଦ୍ରୋହୀ ଏଏପି ଏମପି
ନୂଆଦିଲ୍ଲୀ,୨୭।୪: ଅରବିନ୍ଦ କେଜ୍ରିୱାଲଙ୍କ ଆମ ଆଦମୀ ପାର୍ଟି (AAP) କୁ ବଡ଼ ଝଟକା ଲାଗିଛି। ରାଜ୍ୟ ସଭା ସମସ୍ତ ବିଦ୍ରୋହୀ AAP ଏମପିଙ୍କୁ – ରାଘବ ଚଡ୍ଡାଙ୍କ ସମେତ ୭ ଜଣଙ୍କୁ ଆନୁଷ୍ଠାନିକ ଭାବରେ ସ୍ବୀକୃତି ଦେଇଛି ଏବଂ ସେମାନଙ୍କୁ ଭାରତୀୟ…
‘ସମସ୍ତ ଏମ୍ପି ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ରହିବା ଜରୁରୀ’; ହ୍ବିପ ଜାରି କଲା ଭାଜପା
ନୂଆଦିଲ୍ଲୀ,୧୨।୪: ଭାରତୀୟ ଜନତା ପାର୍ଟି (ଭାଜପା) ଆଗାମୀ ସ୍ବତନ୍ତ୍ର ସଂସଦୀୟ ଅଧିବେଶନ ସମ୍ପର୍କରେ ଏହାର ସମସ୍ତ ଏମ୍ପିଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଲୋକ ସଭା ଏବଂ ରାଜ୍ୟ ସଭା ଉଭୟର ସମସ୍ତ ସଦସ୍ୟଙ୍କୁ ତିନି ଧାଡ଼ି ବିଶିଷ୍ଟ ହ୍ବିପ ଜାରି…
ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ
ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ। ଏହି ସମୟରେ, ଅନେକଙ୍କ ମନରେ ଏକ ପ୍ରଶ୍ନ ଉଙ୍କି ମାରୁଛି: ଏହି ପଦରୁ…
ଉପାସନାଙ୍କ ଭୋଟ୍ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…
ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଗି ଯାଇଛନ୍ତି। ନବୀନ କହିଛନ୍ତି, ବିଧାୟିକା ଭୋଟଦାନରେ ତ୍ରୁଟି କରିଛନ୍ତି। ଯେଉଁ ଅଧିକାରୀ…
ଆଜି ୩୭ ରାଜ୍ୟ ସଭା ଆସନ ପାଇଁ ଭୋଟ
ନୂଆଦିଲ୍ଲୀ,୧୬ା୩: ୧୦ ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ ପାଇଁ ସୋମବାର ପୂର୍ବାହ୍ନ ୯ଟାରୁ ଅପରାହ୍ନ ୪ଟା ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଅପରାହ୍ନ ୫ଟାରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ମହାରାଷ୍ଟ୍ର, ଓଡ଼ିଶା,…
ବିଜେଡି ସହ ବୁଝାମଣାକୁ ନେଇ ଏମିତି କହିଲେ ସୋଫିଆ, କଂଗ୍ରେସର ସ୍ଥିତି ଆଜି କେବଳ…
ଭୁବନେଶ୍ୱର,୧୪ା୩: ବିଧାୟିକା ସୋଫିଆ ଫିର୍ଦ୍ଦୋସ ଖୋଲାଖୋଲି ଭାବେ ତାଙ୍କର ଅସନ୍ତୋଷ ଝାଡ଼ିଛନ୍ତି। ବିଜେଡି ସହ ବୁଝାମଣାକୁ ନେଇ ଉଠୁଥିବା କଥା ଉପରେ ସେ ଖୁବ୍ ରାଗିଯାଇଛନ୍ତି। ସେ କହିଛନ୍ତି, ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଚୟନ ପୂର୍ବରୁ କୌଣସି ଆଲୋଚନା ହୋଇନି।…
ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…
ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ପୂରା ଦମ୍ ଲଗାଇ ଦେଇଛନ୍ତି। ଏହା ଭିତରେ ପ୍ରତ୍ୟେକ…
ରାଜ୍ୟ ସଭା ନିର୍ବାଚନ ନେଇ ଆଜି ନବୀନ ନିବାସରେ ଏକାଠି ହେବେ…
ଭୁବନେଶ୍ୱର,୧୪ା୩: ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି। ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି। ସନ୍ଧ୍ୟା ୫.୩୦ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଦେବେ। ରାଜ୍ୟ ସଭା…
ମୁଖ୍ୟ ନିର୍ବାଚନ କମିଶନରଙ୍କୁ ପଦବୀରୁ ହଟାଇବା ପାଇଁ ନୋଟିସ୍
ନୂଆଦିଲ୍ଲୀ,୧୩ା୩: ଶୁକ୍ରବାର ବିରୋଧୀ ଦଳ ସଂସଦର ଉଭୟ ଗୃହ, ଲୋକ ସଭା ଏବଂ ରାଜ୍ୟ ସଭାରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ତାଙ୍କ ପଦବୀରୁ ହଟାଇବା ପାଇଁ ନୋଟିସ୍ କରିଛନ୍ତି। ଏହି ନୋଟିସ୍ରେ ୧୯୩ ଜଣ ଏମ୍ପିଙ୍କ ଦସ୍ତଖତ ରହିଥିବାବେଳେ…
Archives


