ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ନିଆଁବାଣ ପ୍ରଭାତ ବିଶ୍ୱାଳ, ଏକପାଖିଆ ନିଷ୍ପତ୍ତି କହି…
ଭୁବନେଶ୍ୱର,୨୮ା୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ। ସେ କହିଛନ୍ତି, ଯିଏ ଦଳ ପାଇଁ କାର୍ଯ୍ୟ କରିଛନ୍ତି ତାଙ୍କୁ ପ୍ରାର୍ଥୀ କରିଥିଲେ ଭଲ ହୋଇଥାନ୍ତା। ଏହା ଏକପାଖିଆ ନିଷ୍ପତ୍ତି…
ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା: ନବୀନଙ୍କୁ କୃତଜ୍ଞତା ଜଣାଇ ସବୁ ଦଳ ଠାରୁ ସମର୍ଥନ ଆଶା…
ଭୁବନେଶ୍ୱର, ୨୮।୨: ରାଜ୍ୟ ସଭା ପ୍ରାର୍ଥୀ ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଡା. ଦତ୍ତେଶ୍ବର ହୋତାଙ୍କ ନାମ ଘୋଷଣା କରିଛନ୍ତି। ଏ ନେଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଡା. ହୋତା। ସେ କହିଛନ୍ତି ସବୁ ଦଳ ଠାରୁ ସମର୍ଥନ ପାଇବାକୁ…
ରାଜ୍ୟ ସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ନବୀନ, ଜାଣନ୍ତୁ କିଏ…
ଭୁବନେଶ୍ୱର,୨୮ା୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ…
ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪
ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର ୪ ଆସନ ରହିଛି। ବୁଧବାର ଭାରତର ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ପକ୍ଷରୁ ଏ ସଂକ୍ରାନ୍ତୀୟ…
ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…
ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ କରୁଥିବା ବରିଷ୍ଠ ରାଜ୍ୟ ସଭା ଯାଆନ୍ତୁ। ଖାଲି ଏତିକି ନୁହେଁ, ବିଜେଡିର ପ୍ରାର୍ଥୀ…
ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ମିଳିବ କି କେନ୍ଦ୍ରୀୟ ମାନ୍ୟତା ? ରାଜ୍ୟସଭାରେ ଉଠିଲା ଦାବି
ନୂଆଦିଲ୍ଲୀ,୧୨ା୨: ଓଡ଼ିଶାର ଶିକ୍ଷା ଦିଗରେ ଐତିହାସିକ ରେଭେନ୍ସା ବିଶ୍ୱବିଦ୍ୟାଳୟର ବିରାଟ ଅବଦାନ ରହିଛି । ଏଠାରୁ ଅନେକ ବିଶିଷ୍ଟ ବ୍ୟକ୍ତିବିଶେଷ ଶିକ୍ଷା ଗ୍ରହଣ କରିଛନ୍ତି। ଏବେ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ‘କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ’ ମାନ୍ୟତା ପ୍ରଦାନ କରିବାକୁ ଦାବି କରିଛନ୍ତି ବିଜେଡି ସାଂସଦ…
‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…
ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ ଯେ କଂଗ୍ରେସ ହଜମ କରିପାରୁନାହିଁ ଯେ ମୋଦି କିପରି ପ୍ରଧାନମନ୍ତ୍ରୀ ପଦବୀରେ ପହଞ୍ଚିଛନ୍ତି।…
ରାଜ୍ୟ ସଭାରେ ବଦଳିବ ନମ୍ବର ଗେମ, ୨୦୨୬ରେ ୭୫ ଆସନରେ ହେବ ନିର୍ବାଚନ
ନୂଆଦିଲ୍ଲୀ,୨୩।୧୨: ୨୦୨୬ ମସିହାରେ ସାରା ଦେଶରେ ବଡ଼ ଧରଣର ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। କେରଳ, ତାମିଲନାଡୁ, ଆସାମ ଏବଂ ପଶ୍ଚିମବଙ୍ଗ ଭଳି ପ୍ରମୁଖ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ୭୫ଟି ରାଜ୍ୟ ସଭା ଆସନ ପାଇଁ ମଧ୍ୟ ନିର୍ବାଚନ…
ବୃଦ୍ଧ ମାତାପିତାଙ୍କ ଯତ୍ନ ପାଇଁ ୩୦ ଦିନିଆ ଛୁଟି ନେଇପାରିବେ ସରକାରୀ କର୍ମଚାରୀ
ନୂଆଦିଲ୍ଲୀ, ୨୫ା୭: ବୃଦ୍ଧ ମାତାପିତାଙ୍କ ଯତ୍ନ ପାଇଁ କେନ୍ଦ୍ର ସରକାରୀ କର୍ମଚାରୀ ୩୦ ଦିନିଆ ଛୁଟି ନେଇପାରିବେ। କାର୍ମିକ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ଗୁରୁବାର ରାଜ୍ୟ ସଭାରେ ସୂଚନା ଦେଇଛନ୍ତି। ବୃଦ୍ଧ ମାତାପିତାଙ୍କ ଯତ୍ନ ପାଇଁ କର୍ମଚାରୀ ଛୁଟି ପାଇବାର ବ୍ୟବସ୍ଥା…
ଜଗଦୀପ ଧନଖରଙ୍କ ଇସ୍ତଫା: ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ଏବଂ ରାଜ୍ୟସଭାର ଅଧ୍ୟକ୍ଷ କିଏ ହେବେ?
ନୂଆଦିଲ୍ଲୀ,୨୨।୭: ଜଗଦୀପ ଧନଖଡ଼ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି, ଏବଂ ତାଙ୍କ ଇସ୍ତଫାପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଛି। ତେବେ, ବର୍ତ୍ତମାନ ସୁଦ୍ଧା ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତି କିମ୍ବା ରାଜ୍ୟସଭାର ଅଧ୍ୟକ୍ଷ ଭାବେ କାହାର ନାମ ଆନୁଷ୍ଠାନିକ ଭାବେ…
ଏହି ଏମପିଙ୍କ କ୍ରସ ଭୋଟିଂରେ ବଦଳିଗଲା ଅଙ୍କ, ରାଜ୍ୟ ସଭାରେ ହୋଇଗଲା ବଡ଼ ଖେଳ
ନୂଆଦିଲ୍ଲୀ,୪।୪: ଦୀର୍ଘ ବିତର୍କ ପରେ ଓ୍ବକଫ (ସଂଶୋଧନ) ବିଲ ୨୦୨୫ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହି ବିଲ ସପକ୍ଷରେ ୧୨୮ ଏମପି ଏବଂ ବିପକ୍ଷରେ ୯୫ ଏମପି ଭୋଟ ଦେଇଛନ୍ତି। ଏହାପୂର୍ବରୁ ଲୋକ ସଭାରେ ବିଲଟି ଅନୁମୋଦନ ପରେ ଏହା…
ଲୋକ ସଭା ପରେ ରାଜ୍ୟ ସଭାରେ ଓ୍ବକ୍ଫ ବିଲ୍ ପାରିତ: ସପକ୍ଷରେ ୧୨୮, ବିରୋଧରେ ୯୫
ନୂଆଦିଲ୍ଲୀ,୪ା୪(ପି.ଟି./ଏଜେନ୍ସି):୨୦୨୪ ଲୋକ ସଭା ନିର୍ବାଚନ ପରେ ଭାଜପାର ଆସନ ସଂଖ୍ୟା ପୂର୍ବାପେକ୍ଷା ଊଣା ହୋଇଛି। କିନ୍ତୁ ଶାସକ ଦଳ ସଂସଦରେ ନିଜ ଶକ୍ତି ବଜାୟ ରଖିଛି। ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ସରକାର ବହୁଚର୍ଚ୍ଚିତ ତଥା ବିବାଦୀୟ ଓ୍ବକ୍ଫ…
Archives


