Tag Archives: rajya sabha

ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…

ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ପୂରା ଦମ୍‌ ଲଗାଇ ଦେଇଛନ୍ତି। ଏହା ଭିତରେ ପ୍ରତ୍ୟେକ…

ରାଜ୍ୟ ସଭା ନିର୍ବାଚନ ନେଇ ଆଜି ନବୀନ ନିବାସରେ ଏକାଠି ହେବେ…

ଭୁବନେଶ୍ୱର,୧୪ା୩: ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି। ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି। ସନ୍ଧ୍ୟା ୫.୩୦ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଦେବେ। ରାଜ୍ୟ ସଭା…

ମୁଖ୍ୟ ନିର୍ବାଚନ କମିଶନରଙ୍କୁ ପଦବୀରୁ ହଟାଇବା ପାଇଁ ନୋଟିସ୍‌

ନୂଆଦିଲ୍ଲୀ,୧୩ା୩: ଶୁକ୍ରବାର ବିରୋଧୀ ଦଳ ସଂସଦର ଉଭୟ ଗୃହ, ଲୋକ ସଭା ଏବଂ ରାଜ୍ୟ ସଭାରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ତାଙ୍କ ପଦବୀରୁ ହଟାଇବା ପାଇଁ ନୋଟିସ୍‌ କରିଛନ୍ତି। ଏହି ନୋଟିସ୍‌ରେ ୧୯୩ ଜଣ ଏମ୍‌ପିଙ୍କ ଦସ୍ତଖତ ରହିଥିବାବେଳେ…

୧୨ ବର୍ଷ ପରେ ଓଡ଼ିଶାରେ ରାଜ୍ୟ ସଭା ପାଇଁ ହେଉଛି ନିର୍ବାଚନ, ୪ ଆସନରେ ୫ ପ୍ରାର୍ଥୀ, କେହି କଲେନି ନାମାଙ୍କନ ପ୍ରତ୍ୟାହାର

ଭୁବନେଶ୍ୱର,୧୦।୩: ସୋମବାର ଓଡ଼ିଶାରେ ରାଜ୍ୟ ସଭା ନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଶାନ୍ତିପୂର୍ଣ୍ଣ ଥିଲା, କାରଣ କୌଣସି ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପ୍ରତ୍ୟାହାର କରି ନଥିଲେ। ଫଳସ୍ବରୂପ, ଚାରିଟି ଆସନ ପାଇଁ ପାଞ୍ଚ ଜଣ ପ୍ରାର୍ଥୀ ସିଧାସଳଖ ପ୍ରତିଦ୍ୱନ୍ଦ୍ୱିତା…

ନୀତୀଶ କୁମାରଙ୍କୁ ବିରୋଧ କଲେଣି ପରିବାର, ମୋଦିଙ୍କ ପୋଷ୍ଟରରେ ଲଗାଇଲେ କାଳି, ‘ଲଲନ ସିଂ, ସଞ୍ଜୟ ଝା ସଭିଙ୍କ ଉପରେ…’

ପାଟନା,୬।୩: ନୀତୀଶ କୁମାର ରାଜ୍ୟ ସଭା ପାଇଁ ପ୍ରାର୍ଥୀ ହେବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ବିହାରରୁ ତାଙ୍କ ବିଦାୟ କେବଳ ଦଳୀୟ କର୍ମୀଙ୍କୁ ନୁହେଁ ବରଂ ତାଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ ଦୁଃଖ ଦେଇଛି। ପରିବାର ମଧ୍ୟ ମୁଖ୍ୟମନ୍ତ୍ରୀ…

ରାଜ୍ୟ ସଭା ପାଇଁ ନାମାଙ୍କନ ଭରିଲେ ନୀତୀଶ କୁମାର, ଉପସ୍ଥିତ ଥିଲେ ଅମିତ ଶାହା

ପାଟନା,୫।୩: ବିହାରର ୧୦ ଥର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବା ନୀତୀଶ କୁମାର ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି । କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଏନଡିଏର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ…

ରାଜ୍ୟ ସଭା ଯିବା ପରେ କେତେ ଦରମା ପାଇବେ ନୀତୀଶ କୁମାର?

ନୂଆଦିଲ୍ଲୀ,୫।୩: ରାଜ୍ୟ ସଭା ଯିବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ନୀତୀଶ କୁମାର ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରି ଏହି ଖବରକୁ ନିଶ୍ଚିତ କରିଛନ୍ତି । ସେ ଲେଖିଛନ୍ତି, “ମୁଁ ଏହି ନିର୍ବାଚନରେ ​​ରାଜ୍ୟ ସଭାର ସଦସ୍ୟ ହେବାକୁ ଚାହୁଁଛି।”…

କୃତଜ୍ଞତା ଜଣାଇଲେ ଦିଲ୍ଲୀପ ରାୟ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ସମେତ…

ଭୁବନେଶ୍ୱର,୪ା୩: ରାଜ୍ୟ ସଭା ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି ସରଗରମ ରହିଛି। ଆସନ୍ତା ୧୬ରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। କହିବାକୁ ଗଲେ ୩ଟି ଆସନ ପାଇଁ ଭୋଟ ହେବାର ସମ୍ଭାବନା ନାହିଁ। ହେଲେ ୪ର୍ଥ ଆସନକୁ ନେଇ ଯେଉଁ…

ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର: ବିହାର ରାଜନୀତିରେ ବଡ଼ ହଲଚଲ

ପାଟନା,୪।୩: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନର ଆଲୋଚନା ହେଉଛି। ନୀତୀଶ କୁମାର ରାଜ୍ୟ ସଭା ଏମ୍‌ପି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏଥିପାଇଁ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ପଡିବ। ଯଦି ଏହା ହୁଏ, ତେବେ ଏହା ବିହାର ରାଜନୀତିରେ…

ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ନିଆଁବାଣ ପ୍ରଭାତ ବିଶ୍ୱାଳ, ଏକପାଖିଆ ନିଷ୍ପତ୍ତି କହି…

ଭୁବନେଶ୍ୱର,୨୮ା୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ। ସେ କହିଛନ୍ତି, ଯିଏ ଦଳ ପାଇଁ କାର୍ଯ୍ୟ କରିଛନ୍ତି ତାଙ୍କୁ ପ୍ରାର୍ଥୀ କରିଥିଲେ ଭଲ ହୋଇଥାନ୍ତା। ଏହା ଏକପାଖିଆ ନିଷ୍ପତ୍ତି…

ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା: ନବୀନଙ୍କୁ କୃତଜ୍ଞତା ଜଣାଇ ସବୁ ଦଳ ଠାରୁ ସମର୍ଥନ ଆଶା…

ଭୁବନେଶ୍ୱର, ୨୮।୨: ରାଜ୍ୟ ସଭା ପ୍ରାର୍ଥୀ ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଡା. ଦତ୍ତେଶ୍ବର ହୋତାଙ୍କ ନାମ ଘୋଷଣା କରିଛନ୍ତି। ଏ ନେଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଡା. ହୋତା। ସେ କହିଛନ୍ତି ସବୁ ଦଳ ଠାରୁ ସମର୍ଥନ ପାଇବାକୁ…

ରାଜ୍ୟ ସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ନବୀନ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୮ା୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?