Tag Archives: rajya sabha

ଜଗଦୀପ ଧନଖରଙ୍କ ଇସ୍ତଫା: ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ଏବଂ ରାଜ୍ୟସଭାର ଅଧ୍ୟକ୍ଷ କିଏ ହେବେ?

ନୂଆଦିଲ୍ଲୀ,୨୨।୭: ଜଗଦୀପ ଧନଖଡ଼ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି, ଏବଂ ତାଙ୍କ ଇସ୍ତଫାପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଛି। ତେବେ, ବର୍ତ୍ତମାନ ସୁଦ୍ଧା ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତି କିମ୍ବା ରାଜ୍ୟସଭାର ଅଧ୍ୟକ୍ଷ ଭାବେ କାହାର ନାମ ଆନୁଷ୍ଠାନିକ ଭାବେ…

ଏହି ଏମପିଙ୍କ କ୍ରସ ଭୋଟିଂରେ ବଦଳିଗଲା ଅଙ୍କ, ରାଜ୍ୟ ସଭାରେ ହୋଇଗଲା ବଡ଼ ଖେଳ

ନୂଆଦିଲ୍ଲୀ,୪।୪: ଦୀର୍ଘ ବିତର୍କ ପରେ ଓ୍ବକଫ (ସଂଶୋଧନ) ବିଲ ୨୦୨୫ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହି ବିଲ ସପକ୍ଷରେ ୧୨୮ ଏମପି ଏବଂ ବିପକ୍ଷରେ ୯୫ ଏମପି ଭୋଟ ଦେଇଛନ୍ତି। ଏହାପୂର୍ବରୁ ଲୋକ ସଭାରେ ବିଲଟି ଅନୁମୋଦନ ପରେ ଏହା…

ଲୋକ ସଭା ପରେ ରାଜ୍ୟ ସଭାରେ ଓ୍ବକ୍‌ଫ ବିଲ୍‌ ପାରିତ: ସପକ୍ଷରେ ୧୨୮, ବିରୋଧରେ ୯୫

ନୂଆଦିଲ୍ଲୀ,୪ା୪(ପି.ଟି./ଏଜେନ୍ସି):୨୦୨୪ ଲୋକ ସଭା ନିର୍ବାଚନ ପରେ ଭାଜପାର ଆସନ ସଂଖ୍ୟା ପୂର୍ବାପେକ୍ଷା ଊଣା ହୋଇଛି। କିନ୍ତୁ ଶାସକ ଦଳ ସଂସଦରେ ନିଜ ଶକ୍ତି ବଜାୟ ରଖିଛି। ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସରକାର ବହୁଚର୍ଚ୍ଚିତ ତଥା ବିବାଦୀୟ ଓ୍ବକ୍‌ଫ…

ଓ୍ବକଫ୍‌ ବିଲ୍‌ କେବଳ ଧ୍ରୁବୀକରଣକୁ ପ୍ରୋତ୍ସାହନ-ସମ୍ବିଧାନ ଉପରେ ଆକ୍ରମଣ ପାଇଁ: ସୋନିଆ

ନୂଆଦିଲ୍ଲୀ,୩।୪: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି ଯେ ୱକଫ୍‌ ସଂଶୋଧନ ବିଲ୍‌- ୨୦୨୪ ବୁଧବାର ଲୋକ ସଭାରେ ଗୃହୀତ ହୋଇଛି । ଏହାକୁ ଗୁରୁବାର ରାଜ୍ୟ ସଭାରେ ଆଗତ କରାଯିବ। ଏହି ବିଲ୍‌କୁ ବଳପୂର୍ବକ ଗୃହୀତ କରାଯାଇଛି।…

‘ଶୀଘ୍ର ଜନଗଣନା କରାଅ’: ସୋନିଆ

ନୂଆଦିଲ୍ଲୀ, ୧୦।୨: ଯେତେ ଶୀଘ୍ର ସମ୍ଭବ ଜନଗଣନା କରାଇବାକୁ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧି ସୋମବାର କେନ୍ଦ୍ର ସରକାରଙ୍କୁ ଦାବି କରିଛନ୍ତି। ଦେଶରେ ଜନଗଣନା ହେବାରେ ବିଳମ୍ବ ଘଟୁଥିବାରୁ ୧୪ କୋଟି ଲୋକ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଗତ ଉପଲବ୍ଧ ଲାଭରୁ…

ରାଜ୍ୟ ସଭା ପାଇଁ ଆଜି ନାମାଙ୍କନ ଭରିବେ ସୁଜିତ୍‌ କୁମାର

ଭୁବନେଶ୍ୱର,୯ା୧୨: ରାଜ୍ୟ ସଭା ପାଇଁ ସୁଜିତ୍‌ କୁମାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବେ। ତେବେ ସେ ଆଜି ବିଧାନସଭାରେ ତାଙ୍କର ଏହି ନାମାଙ୍କନ ଭରିବେ। ସୁଜିତ୍‌ ସେପ୍ଟେମ୍ବର ୬ରେ ବିଜେଡିରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଥିଲେ। ସୂଚନା ଥାଉକି, ବିଜେଡି…

ସୁଜିତ୍ କୁମାରଙ୍କ ଇସ୍ତଫା ପରେ, କିଏ ଯିବ ରାଜ୍ୟ ସଭା? ବଡ଼ ସୂଚନା ଦେଲେ ମନମୋହନ ସାମଲ

ଭୁବନେଶ୍ୱର,୯।୯: ରାଜ୍ୟ ସଭା ଏମପି ପଦରୁ ପୂର୍ବତନ ବିଜେଡି ନେତା ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରୁ କିଏ ରାଜ୍ୟ ସଭା ଯିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହାରି ମଧ୍ୟରେ ବଡ ମନ୍ତବ୍ୟ ଦେଇଛନ୍ତି ରାଜ୍ୟ ଭାଜପା…

ରାଜ୍ୟ ସଭାକୁ ୧୨ ସଦସ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ: ସଂଖ୍ୟାଗରିଷ୍ଠତା ହାସଲ କଲା ଏନ୍‌ଡିଏ

ନୂଆଦିଲ୍ଲୀ,୨୭ା୮: ରାଜ୍ୟ ସଭାକୁ ୧୨ ସଦସ୍ୟ ମଙ୍ଗଳବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ପରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ଉଚ୍ଚ ସଦନରେ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଉପନିର୍ବାଚନରେ ଭାଜପାରୁ ୯ ଜଣ ସଦସ୍ୟ ନିର୍ଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଥିବାବେଳେ ସହଯୋଗୀ ଦଳରୁ ୨ ଜଣ…

ସ୍ୱାଧୀନ ଭାବେ ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ଭାଜପାର ଜଗନ୍ନାଥ ପ୍ରଧାନ, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୨୧।୮: ରାଜ୍ୟ ସଭା ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ। ଗତକାଲି ମମତା ମହାନ୍ତଙ୍କ ନାଁ ଭାଜପା ଘୋଷଣା କରିବା ପରେ ବୁଧବାର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମରଙ୍କ ସମେତ…

ରାଜ୍ୟ ସଭାକୁ କିଏ ଯିବେ? ଏହି ନେତାଙ୍କ ନାଁକୁ ନେଇ ଚାଲିଛି ଜୋର୍‌ଦାର ଚର୍ଚ୍ଚା

ଭୁବନେଶ୍ୱର,୭ା୮: ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଓଡ଼ିଶା ସମେତ ୯ଟି ରାଜ୍ୟରେ ରାଜ୍ୟ ସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସଭା ଏମ୍‌ପି ପଦରୁ ମମତା ମହାନ୍ତ ଇସ୍ତଫା ଦେବା ପରେ ତାଙ୍କ ସ୍ଥାନରେ …

‘ମୁଁ ଆଉ ବଞ୍ଚିବାକୁ ଚାହୁଁନି’, ରାଜ୍ୟସଭାରେ ବଡ଼ କଥା କହିଦେଲେ ଖଡ଼ଗେ

ନୂଆଦିଲ୍ଲୀ, ୩୧।୦୭: ସଂସଦରେ ମୌସୁମୀ ଅଧିବେଶନ ଜାରି ରହିଛି । ରାଜ୍ୟ ସଭାରେ ଆଜି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଅଲଗା ରୂପ ଦେଖିବାକୁ ମିଳିଛି । ଗୃହର ବିରୋଧୀ ଦଳ ନେତା ଅଚାନକ ଭାବୁକ ହୋଇଯାଇଥିଲେ । ପରେ ପୁଣି…

ପରାଜୟ ପରେ ବିରୋଧୀ କ୍ୟାମ୍ପରେ ବିଜେଡି; ମୋଦିଙ୍କ ଭାଷଣ ସମୟରେ ଇଣ୍ଡିଆ ମେଣ୍ଟ ସହିତ କଲା କକ୍ଷତ୍ୟାଗ

ଭୁବନେଶ୍ୱର,୩।୭: ପୂର୍ବରୁ ସଂସଦରେ ଅନେକ ଥର ଭାଜପାକୁ ସମର୍ଥନ କରୁଥିବା ବିଜୁ ଜନତା ଦଳ ବୁଧବାର ଇଣ୍ଡିଆ ମେଣ୍ଟ ପଦ ରାସ୍ତାରେ ଯୋଗ ଦେଇଛି। ରାଷ୍ଟ୍ରପତିଙ୍କ ସମ୍ବୋଧନରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭାଷଣ ସମୟରେ ଦଳ କକ୍ଷତ୍ୟାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri