ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ
ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି। ମୁଖ୍ୟଅତିଥି ଭାବେ ବଲାଙ୍ଗୀର ଜିଲାପାଳ ଗୌରବ ଶିବାଜୀ ଇସଲଓ୍ବାର, ସମ୍ମାନିତ ଅତିଥି ଭାବେ…
ଶ୍ରୀକୃଷ୍ଣ ଶରଣପୁର ଶାସନରେ ନିଆରା ଢଙ୍ଗରେ ଗହ୍ମାପୂର୍ଣ୍ଣିମା
ଖଲ୍ଲିକୋଟ,୯ା୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ଶାସନରେ କୃଷିଭିତ୍ତିକ ପର୍ବ ଗହ୍ମାପୂର୍ଣ୍ଣିମା ଓ ଗୋପୂଜନ ନିଆରା ଢଙ୍ଗରେ ପାଳନ କରାଯାଇଛି। ଏହି ଅବସରରେ ୮୦ ବର୍ଷରୁ ଊଦ୍ଧର୍ବ ବୟସ୍କଙ୍କୁ ସମ୍ମାନିତ କରାଯାଇଛି। ଚଳିତ ବର୍ଷ…
ରକ୍ଷାବନ୍ଧନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯ା୮: ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ ରାଖୀ ପୂର୍ଣ୍ଣିମା ଓ ଶ୍ରୀ ବଳଭଦ୍ରଙ୍କ ଜନ୍ମ ଦିନରେ ଅନେକ ଅନେକ ଶୁଭେଚ୍ଛା। ରକ୍ଷା ସୂତ୍ର…
ରାଖୀରେ ମହିଳାଙ୍କ ସୁରକ୍ଷା ପାଇଁ ସମସ୍ତେ ସଂକଳ୍ପ ନିଅନ୍ତୁ: ରାଷ୍ଟ୍ରପତି
ନୂଆଦିଲ୍ଲୀ୧୯ା୮: ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,‘ଭଉଣୀ-ଭାଇଙ୍କ ମଧ୍ୟରେ ପ୍ରେମ ଓ ବିଶ୍ବାସର ପର୍ବ ହେଉଛି ରକ୍ଷାବନ୍ଧନ। ଏହି ପର୍ବ ସମସ୍ତ ଭଉଣୀ ଏବଂ ଝିଅଙ୍କ ପ୍ରତି ସମ୍ମାନର…
ମଜଭୁତ ହେଉ ଭଉଣୀ-ଭାଇ ସମ୍ପର୍କର ଡୋରି
ଭଉଣୀର ସୁରକ୍ଷା ପାଇଁ ଭାଇ ସବୁବେଳେ ତା’ସହ ରହିଥାଏ। ଆଉ ଭଉଣୀ ମଧ୍ୟ ସବୁବେଳେ ଭାଇର ଶୁଭ ମନାସିଥାଏ। ଭାଇ ଓ ଭଉଣୀର ଏହି ମଧୁର ସମ୍ପର୍କକୁ ଆହୁରି ମଜଭୁତ କରିଥାଏ ରାଖୀ। ଭାଇ ମନରେ ଭଉଣୀ ପ୍ରତି ଥିବା ପ୍ରତିବଦ୍ଧତା…

