ଅଭିନେତା ବିଜୟ ଥାଲାପତିଙ୍କ ରାଲିରେ ଦଳାଚକଟା, ୩ ଶିଶୁଙ୍କ ସମେତ ୧୦ ଜଣଙ୍କ ମୃତ୍ୟୁ, ଅନେକେ ଆହତ କରୁର,୨୭।୯: ତାମିଲନାଡୁର କରୁରରେ ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଥାଲାପତିଙ୍କ ରାଲି ସମୟରେ ଦଳାଚକଟା ଘଟି ୩ଜଣ ପିଲାଙ୍କ ସମେତ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ସ୍ବାସ୍ଥ୍ୟମନ୍ତ୍ରୀ ଏବଂ ଶିକ୍ଷାମନ୍ତ୍ରୀଙ୍କୁ...