ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ… ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ ସଭାପତି ଭାବରେ ନିଯୁକ୍ତ କରାଯିବାର ପ୍ରାୟ ଆଠ ମାସ ପରେ ଏହି ପୁନର୍ଗଠନ…