Tag Archives: Ram Mandir Inauguration

ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ସମ୍ପନ୍ନ: ଜାଣନ୍ତୁ ଏହି ଦିବ୍ୟମୁହୂର୍ତ୍ତବେଳେ କିଏ ଥିଲେ ଉପସ୍ଥିତ

ଅଯୋଧ୍ୟା,୨୨।୧: ଅଯୋଧ୍ୟାରେ ପ୍ରଭୁ ରାମଙ୍କ ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଅନେକ ବିଶିଷ୍ଠ ବ୍ୟକ୍ତି ଭଗବାନ ରାମଲାଲାଙ୍କ ପୂଜାରେ ଜଡିତ ଅଛନ୍ତି। ଆରଏସଏସ ମୁଖ୍ୟ ମୋହନ ଭଗବତ, ୟୁପି ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲ, ଯୋଗୀ…

ଶେଷରେ ମାନିଲେ କଂଗ୍ରେସ ନେତା: ମୋଦିଙ୍କ ବିନା ସମ୍ଭବ ହୋଇପାରି ନ ଥାନ୍ତା ରାମମନ୍ଦିର

ନୂଆଦିଲ୍ଲୀ,୨୨।୧: କଂଗ୍ରେସ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ ତାଙ୍କ ମନ୍ତବ୍ୟ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ସେ ପାର୍ଟି ଲାଇନ ବାହାରେ ନିଜର ମତ ପ୍ରକାଶ କରନ୍ତି। ସେପଟେ ରାମ ମନ୍ଦିର ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା…

ବିନାଶକାଳେ ବିପରୀତ ବୁଦ୍ଧି…ରାମ ମନ୍ଦିର ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗ ନ ଦେବା ନିଷ୍ପତ୍ତିକୁ ନେଇ କଂଗ୍ରେସକୁ ଟାର୍ଗେଟ୍‌ କଲା ଭାଜପା

ନୂଆଦିଲ୍ଲୀ,୧୦।୧: ଜାନୁୟାରୀ ୨୨ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାମମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ବରିଷ୍ଠ କଂଗ୍ରେସ ନେତାମାନେ ଯୋଗଦେବେ ନାହିଁ। ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ଏମ୍‌ପି ସୋନିଆ ଗାନ୍ଧୀ ଏବଂ ଅଧୀର ରଞ୍ଜନ ଚୌଧୁରୀ ନିମନ୍ତ୍ରଣକୁ…

ଦିନେ ମୋତେ ଅଯୋଧ୍ୟାରେ ଦୀପାବଳି ପାଳନ କରିବାକୁ ରୋକାଯାଇଥିଲା: ଯୋଗୀ ଆଦିତ୍ୟନାଥ

ଜୟପୁର,୩।୧୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜସ୍ଥାନ ଗସ୍ତରେ ଆସିଛନ୍ତି। ସେ ଯୋଧପୁରର ଶ୍ରୀ ଶ୍ରୀ ୧୦୦୮ ଶ୍ରୀ ବ୍ରହ୍ମଲିନ ଆୟାସ ଜୀ ଶ୍ରୀ ଯୋଗୀ କୈଳାଶନାଥ ଜୀ ମହାରାଜଙ୍କ ବିଶାଳ ଭଣ୍ଡାର ମହୋତ୍ସବରେ ଭାଗ ନେଇଥିଲେ। ଏଠାରେ ସାଧାରଣ ସଭାକୁ…

ଜାନୁୟାରୀ ୨୨ରେ ୧୧ଥର ଶ୍ରୀ ରାମ ଜପ କରିବାକୁ ମୁସଲମାନମାନଙ୍କୁ ଅପିଲ୍‌ କଲେ ଆର୍‌ଏସ୍‌ଏସ୍‌ ସଦସ୍ୟ

ନୂଆଦିଲ୍ଲୀ,୧।୧:ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆର୍‌ଏସ୍‌ଏସ୍‌)ର ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ଦେଶର ମୁସଲମାନମାନଙ୍କୁ ଏକ ଅପିଲ୍‌ କରିଛନ୍ତି। ସେ ଆଯୋଧ୍ୟା ରାମ ମନ୍ଦିର ପ୍ରତିଷ୍ଠା ଦିନ ଅର୍ଥାତ୍‌ ୨୨ ଜାନୁୟାରୀରେ ମସଜିଦ୍‌, ଦରଘା ଏବଂ ମଦରସାରେ ଶ୍ରୀ ରାମ, ଜୟ ରାମ, ଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?