Ram temple lights

ଅଯୋଧ୍ୟାରେ ରାମଙ୍କ ୫୦ ଲକ୍ଷ ଟଙ୍କାର ଲାଇଟ୍‌ ଚୋରି

ଅଯୋଧ୍ୟା,୧୪ା୮: ଅଯୋଧ୍ୟାର ରାମଲାଲା ମନ୍ଦିରକୁ ସଂଯୋଗକାରୀ ଭକ୍ତିପଥ ଓ ରାମପଥରେ ଲଗାଯାଇଥିବା ୩,୮୦୦ ବାମ୍ବୋ ଲାଇଟ୍‌ ଏବଂ ୩୬ ଗୋବୋ ପ୍ରୋଜେକ୍ଟର ଲାଇଟ୍‌କୁ ଦୁର୍ବୃତ୍ତମାନେ ଚୋରିକରି ନେଇଛନ୍ତି।…

1 year ago