Sahadev Nayak Murder Case: ସହଦେବ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ରମା ନାୟକ ଥାନାରେ କଲେ ଆତ୍ମସର୍ମପଣ ଭୁବନେଶ୍ୱର,୧୬ା୨: ରାଜଧାନୀ ଭୁବନେଶ୍ୱରରେ ବହୁ ଚର୍ଚ୍ଚିତ ସହଦେବ ନାୟକଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ରମା ନାୟକ ରବିବାର ଥାନାରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ ପରେ ପୋଲିସ ତାଙ୍କୁ ଗିରଫ କରିଛି। ଘଟଣା ଦିନ ସହଦେବଙ୍କୁ ବିଚ୍ ରାସ୍ତାରେ ଖଣ୍ଡାରେ...