ଶ୍ରେଣୀଗୃହ ନ ଥିବାରୁ ୫ଘଣ୍ଟା ବଦଳରେ ସାଢ଼େ ୩ ଘଣ୍ଟା ପାଠପଢ଼ା, ରମାଦେବୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦୟନୀୟ ସ୍ଥିତି ଭୁବନେଶ୍ୱର,୨୮ା୮(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ବିକାଶ ଲାଗି ସରକାର ଗୁରୁତ୍ୱ ଦେଉଥିବା କଥା କହୁଛନ୍ତି। ଏପରି କି ଏଥିପାଇଁ ବହୁ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ ଖୋଦ୍ ରାଜଧାନୀରେ ଶ୍ରେଣୀ ଗୃହ ନ ଥିବାରୁ ପିଲାମାନେ ପାଠପଢ଼ାରୁ...