ଓଡ଼ିଶାରେ ସରକାର ବଦଳିବାର ସମୟ ଆସିଛି: ଅରୁଣ ଗୋଭିଲ ଚମ୍ପୁଆ,୨୨ା୫: ରାମାୟଣ ଧାରାବାହିକରେ ରାମ ଚରିତ୍ରରେ ଅଭିନୟ କରି ସାରା ଦେଶରେ ପରିଚିତି ପାଇଥିବା ଅରୁଣ ଗୋଭିଲ ବୁଧବାର ଓଡ଼ିଶା ଆସିଛନ୍ତି। ଅରୁଣ ଓଡ଼ିଶା ଆସି ଆଜି ଭାଜପା ପାଇଁ ମାରାଥନ ପ୍ରଚାର କରିଛନ୍ତି। କେନ୍ଦୁଝର ଜିଲାର ଚମ୍ପୁଆ ଓ...