ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ
ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ ରଘୁନାଥପୁର ଛକରୁ ଏକ କାର୍ ସହ ୪୦୦ ଲିଟର ଦେଶୀ ମଦ ଜବତ…

