ରମେଶ୍ୱର-ପାରାଦୀପ ଉପକୂଳ ରାଜପଥକୁ ଖୁବ୍ ଶୀଘ୍ର ମିଳିବ ସବୁଜ ସଙ୍କେତ ଭୁବନେଶ୍ୱର,୧୯।୧୧: ଓଡ଼ିଶାର ବହୁ ପ୍ରତୀକ୍ଷିତ ରମେଶ୍ୱରରୁ ପାରାଦୀପ ପର୍ଯ୍ୟନ୍ତ ଉପକୂଳ ରାଜପଥ ପ୍ରକଳ୍ପ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ବୋଲି ବୁଧବାର ଶ୍ରମ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସମସ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟା ଶେଷ...