ରାମେଶ୍ୱରମ କାଫେରେ ବିସ୍ଫୋରଣ ମାମଲାର ଅଭିଯୁକ୍ତଙ୍କ ଫଟୋ ଜାରି କଲା ଏନ୍ଆଇଏ, ୧୦ ଲକ୍ଷର ପୁରସ୍କାର ରାଶି ଘୋଷଣା ବାଙ୍ଗାଲୋର,୬।୩: କର୍ନାଟକ ରାଜଧାନୀର ରାମେଶ୍ୱରମ କାଫେରେ ବିସ୍ଫୋରଣ ମାମଲାରେ ଏନ୍ଆଇଏ ଆକ୍ରମଣକାରୀଙ୍କ ସୂଚନା ଲାଗି ୧୦ ଲକ୍ଷର ପୁରସ୍କାର ରାଶି ଘୋଷଣା କରିଛନ୍ତି। ଏପରିକି ସୂଚନା ଦେଉଥିବା ବ୍ୟକ୍ତିଙ୍କ ପରିଚୟ ଗୋପନ ରଖାଯିବ ବୋଲି ତଦନ୍ତକାରୀ ସଂସ୍ଥା କହିଛନ୍ତି। ମାର୍ଚ୍ଚ...