ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା ପାର୍ ହେଉଥିବା ବେଳେ କାର ଓ ଟ୍ରକ ଧକ୍କାରେ ଉଭୟଙ୍କ ମୃତ୍ୟୁ ହୋଇଛି…