ନୂଆଦିଲ୍ଲୀ/ଢାକା,୨୭।୬: ବାଂଲାଦେଶର ରାଜଧାନୀ ଢାକାରେ ଥିବା ଏକ ଦୁର୍ଗା ମାତା ମନ୍ଦିରରେ ଭଙ୍ଗାରୁଜାର ଏକ ଘଟଣା ସାମ୍ନାକୁ ଆସିଛି। ଭାରତ ଏହି ମାମଲାରେ କଡ଼ା ଆପତ୍ତି କରିଛି।…