Tag Archives: Ranveer Singh

ଦୀପାବଳିରେ ଝିଅର ମୁହଁ ଦେଖାଇଲେ ଦୀପିକା, ରଣବୀର

ମୁମ୍ବାଇ: ବଲିଉଡ୍ ଷ୍ଟାର୍ ଦୀପିକା ପାଦୁକୋନ ଏବଂ ରଣବୀର ସିଂ ଦୀପାବଳି ଅବସରରେ ତାଙ୍କ ଝିଅ ଦୁଆ (Dua) ସହିତ ଏକ ଫଟୋ ସୋସିଆଲ୍ ମିଡିଆରେ ପୋଷ୍ଟ କରି ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ଦୀପିକା ଓ ରଣବୀର ସେମାନଙ୍କର ମିଳିତ...

ବୈବାହିକ ଜୀବନରେ ଝଡ଼ ନା ଆଉ କିଛି! ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ ରଣବୀର ନେଲେ ବଡ଼ ନିଷ୍ପତ୍ତି

ମୁମ୍ବାଇ: ଚର୍ଚ୍ଚାରେ ବଲିଉଡ୍‌ ଅଭିନେତା ରଣବୀର ସିଂହ। ନିଜର ଅଭବ ଡ୍ରେସିଂ ଷ୍ଟାଇଲ୍‌ ସହ ଅଭିନୟକୁ ନେଇ ଲୋକପ୍ରିୟତା ହାସଲ କରିଥିବା ଏହି ଅଭିନେତା ବଡ଼ ପଦକ୍ଷେପ ନେଇଛନ୍ତି। ସେ ତାଙ୍କ ଇନଷ୍ଟାଗ୍ରାମରୁ ସମସ୍ତ ପୋଷ୍ଟଗୁଡ଼ିକ ହଟାଇ ଦେଇଛନ୍ତି। ଜନ୍ମଦିନର...

ସ୍ତ୍ରୀଙ୍କୁ ଦେଖି ରଣବୀରଙ୍କ ହୋଶ୍‌ ଉଡିଲା: କହିଲେ, ହେ ଭଗବାନ…

ବଲିଉଡ୍‌ ଫେମ୍‌ ଦୀପିକା ପାଦୁକୋଣ ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ ପ୍ୟାରିସରେ ଏକ ଫରାସୀ ଲଗଜରୀ ବ୍ରାଣ୍ଡର ହାଉସ ଆମ୍ବାସାଡର ଭାବରେ ଭାରତକୁ ପ୍ରତିନିଧିତ୍ୱ କରିଛନ୍ତି। ସେ ଆଜିକାଲି ପ୍ୟାରିସରେ ଅଛନ୍ତି। ସେଠାରେ ସେ ଆଇଫେଲ ଟାୱାର ସାମ୍ନାରେ ପୋଜ...

ବିବାହର ୬ ବର୍ଷ ପରେ ମା’ ହେବାକୁ ଯାଉଛନ୍ତି ଦୀପିକା

ବଲିଉଡର ଲୋକପ୍ରିୟ ଦମ୍ପତି ଦୀପିକା ପାଦୁକୋନ ଏବଂ ରଣବୀର ସିଂଙ୍କ ପ୍ରଶଂସକଙ୍କୁ ଏକ ଖୁସି ଖବର ଦେଇଛନ୍ତି। ଦୀପିକା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ସେ ଗର୍ଭବତୀ ଥିବା ଘୋଷଣା କରିଛନ୍ତି।...

‘ରଣବୀର କପୁର ନୁହନ୍ତି ରଣବୀର ସିଂ ଥିଲେ ପ୍ରଥମ ପସନ୍ଦ’

ବମ୍ବେ: ବଲିଉଡ ଅଭିନେତା ରଣବୀର କପୁର ୨୦୧୮ରେ ଆସିଥିବା ବ୍ଲକବଷ୍ଟର ସିନେମା ‘ସଞ୍ଜୁ’ରେ ଚମତ୍କାର ଅଭିନୟ କରିଥିଲେ। ଫିଲ୍ମ ସମୀକ୍ଷକଙ୍କଠାରୁ ଆରମ୍ଭ କରି ଦର୍ଶକେ ଏହାକୁ ବେଶ ପସନ୍ଦ କରିଥିଲେ। ଫିଲ୍ମଟି ସୁପରଷ୍ଟାର ସଞ୍ଜୟ ଦତ୍ତଙ୍କ ଜୀବନ ଉପରେ ପର୍ଯ୍ୟବଶିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri